Browsing Tag

Padmini

ପଦ୍ମିନୀଙ୍କୁ ସ୍ବିସ୍‌ କ୍ବିନ୍ସ ମୁକୁଟ

ଭୁବନେଶ୍ବର‌: ଓଡ଼ିଶାର ଚେସ୍‌ ରାଣୀ ଆନ୍ତର୍ଜାତିକ ମାଷ୍ଟର ପଦ୍ମିନୀ ରାଉତ ବୁଧବାର ୩୦ତମ ସ୍ବିସ୍‌ କ୍ବିନ୍ସ ଅନ୍‌ଲାଇନ୍‌ ବ୍ଲିଜ୍‌ ପ୍ରତିଯୋଗିତାର ବିଜେତା ହୋଇଛନ୍ତି। ମୋଟ୍‌ ୧୧ ରାଉଣ୍ଡରୁ ପଦ୍ମିନୀ ୯ ପଏଣ୍ଟ ସ୍କୋର କରି ବେଲାରୁଷର ଓଲଗା ‌ବାଦେଲ୍‌କାଙ୍କ ସହ ଯୁଗ୍ମ ପ୍ରଥମ ସ୍ଥାନରେ…