ଆଜି ନବମ ଜି-୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀ କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆଦିଲ୍ଲୀର ଯଶୋଭୂମିଠାରେ ନବମ ଜି-୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀ (ପି୨୦)କୁ ଉଦଘାଟନ କରିବେ । ଏହି ପି-୨୦ ଶିଖର ସମ୍ମିଳନୀରେ ବିଷୟବସ୍ତୁଗତ ଅଧିବେଶନରେ ନିମ୍ନଲିଖିତ ଚାରିଟି ବିଷୟ ଉପରେ ଧ୍ୟାନ ଦିଆଯିବ -…