Browsing Tag

Pilgrim bus overturned

ଅଧାରେ ରହିଲା ପୁରୀ ତ୍ରୀର୍ଥଯାତ୍ରା

ଅଧାରୁ ରହିଗଲା ମହାପ୍ରଭୁଙ୍କ ଦର୍ଶନ ଯାତ୍ରା ।  ୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍‌।୨୩ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଉତ୍ତର ପ୍ରଦେଶରୁ ପୁରୀ ଆସୁଥିବା ବେଳେ ଏନଏଚ- ୬୦ ନିକଟରେ ଏହି ଦୁର୍ଘଟଣା ଘଟିଛି। ସୂଚନାରୁ ଜଣାପଡିଛି  ଉତ୍ତର…