Browsing Tag

#pmmodi

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବୈଭବ ସୂର୍ଯ୍ୟବଂଶୀ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବୈଭବ ସୂର୍ଯ୍ୟବଂଶୀ। ପିମଙ୍କ ପାଦଛୁଇଁ ଆଶୀର୍ବାଦ ନେଇଥିଲେ ବୈଭବ। ଆଇପିଏଲରେ ଦ୍ବିତୀୟ ଦ୍ରୁତତମ ଶତକ ହାସଲ କରି ରାତାରାତି ଷ୍ଟାର ବନିଯାଇଛନ୍ତି ବୈଭବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଟନା ବିମାନବନ୍ଦରରେ ୧୪ ବର୍ଷୀୟ କ୍ରିକେଟର ବୈଭବ…

ଆଜି ଗାନ୍ଧିନଗରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ରୋଡ୍ ଶୋ’

ଗୁଜରାଟ ଗସ୍ତର ଦ୍ବିତୀୟ ଦିନରେ ଆଜି ଗାନ୍ଧିନଗରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ରୋଡ୍ ଶୋ' ଏହି ରୋଡ ଶୋ ରେ ପ୍ରାୟ 30 ହଜାର ବିଜେପି କର୍ମୀ ପିଏମ ମୋଦିଙ୍କୁ ସ୍ବାଗତ ଜଣାଇଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ଗାନ୍ଧିନଗରରେ ଗୁଜରାଟ ସହରାଞ୍ଚଳ ବିକାଶର ୨୦ତମ ବାର୍ଷିକୀ ସମାରୋହରେ…

ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମସ୍ତ କେନ୍ଦ୍ର ମନ୍ତ୍ରୀ ଏବଂ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ରଥଯାତ୍ରା ପାଇଁ ମୋହନ କରିଛନ୍ତି ନିମନ୍ତ୍ରଣ । ଏହାସହ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମକୁ…

ୱାକଫ ବିଲ୍ ଏବଂ ମୁସଲମାନ ୱାକଫ୍ ବିଲ୍ ଗୃହୀତ ହେବାକୁ ପ୍ରଶଂସା କରିଛନ୍ତି ମୋଦୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଂସଦର ଉଭୟ ଗୃହ ଦ୍ୱାର ୱାକଫ (ସଂଶୋଧନ) ବିଲ୍ ଏବଂ ମୁସଲମାନ ୱାକଫ୍ (ରଦ୍ଦ) ବିଲ୍ ଗୃହୀତ ହେବାକୁ ପ୍ରଶଂସା କରିଛନ୍ତି । ଏହା ସାମାଜିକ-ଆର୍ଥିକ ନ୍ୟାୟ, ସ୍ୱଚ୍ଛତା ଏବଂ ସମାବେଶୀ ଅଭିବୃଦ୍ଧି ପାଇଁ ଆମର ସାମୂହିକ ପ୍ରୟାସରେ ଏକ ଯୁଗାନ୍ତକାରୀ…

ବିମ୍‌ସଟେକ ଶିଖର ସମ୍ମିଳନୀ ଅବସରରେ ମହମ୍ମଦ ୟୁନୁସଙ୍କୁ ଭେଟିଲେ ମୋଦୀ

ଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ୟାଙ୍କକରେ ବିମ୍‌ସଟେକ ଶିଖର ସମ୍ମିଳନୀ ଅବସରରେ ବାଂଲାଦେଶର ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ପ୍ରଫେସର ମହମ୍ମଦ ୟୁନୁସଙ୍କୁ ସାକ୍ଷାତ କରିଛନ୍ତି । ଗଣତାନ୍ତ୍ରିକ, ସ୍ଥିର, ଶାନ୍ତିପୂର୍ଣ୍ଣ ଏବଂ ପ୍ରଗତିଶୀଳ ବାଂଲାଦେଶ ପାଇଁ ଭାରତର…

ମନୋଜ କୁମାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

ମନୋଜ କୁମାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ । ନିଜ ଏକ୍ସ ଆକାଉଣ୍ଟରେ ମୋଦି ଲେଖିଛନ୍ତି, ମନୋଜ ଭାରତୀୟ ସିନେମାର ଜଣେ ପ୍ରତୀକ ଥିଲେ, ଯାହା ତାଙ୍କ ଦେଶପ୍ରେମ ପାଇଁ ପ୍ରବଳ ଆଗ୍ରହକୁ ଦର୍ଶାଉଥିଲା । ଏହା ତାଙ୍କ ଚଳଚ୍ଚିତ୍ରଗୁଡ଼ିକରେ ମଧ୍ୟ ପ୍ରତିଫଳିତ ହେଉଥିଲା ।…

୩୦ରେ ନାଗପୁରର RSS ହେଡକ୍ୱାଟର ଯିବେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୩୦ରେ ନାଗପୁରରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟାଳୟ ପରିଦର୍ଶନ କରିବେ। ପ୍ରଧାନମନ୍ତ୍ରୀ ହେବା ପରେ ୧୧ ବର୍ଷ ମଧ୍ୟରେ ଏହା ପ୍ରଥମ ଥର ହେବ ଯେ ମୋଦି ଆରଏସଏସ ମୁଖ୍ୟାଳୟକୁ ଯିବେ ଏବଂ ସଂଘ ମୁଖ୍ୟ ମୋହନ ଭାଗବତଙ୍କୁ ଭେଟିବେ। ସୂଚନା…

ଆମେରିକୀୟ ପୋଡକାଷ୍ଟ ହୋଷ୍ଟ ଲେକ୍ସ ଫ୍ରିଡମେନଙ୍କ ସହ ଏକ ପୋଡକାଷ୍ଟରେ ଏମିତି କହିଲେ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକୀୟ ପୋଡକାଷ୍ଟ ହୋଷ୍ଟ ଲେକ୍ସ ଫ୍ରିଡମେନଙ୍କ ସହ ଏକ ପୋଡକାଷ୍ଟରେ ଯୋଗଦେଇ ବିଭିନ୍ନ ଦିଗକୁ ନେଇ ଆଲୋଚନା କରିବା ସହ ନିଜର ରାଜନୈତିକ ଅନୁଭୂତି ବର୍ଣ୍ଣନା କରିଛନ୍ତି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ୨୦୦୨ ମସିହାରେ ଘଟିଥିବା ଗୋଧ୍ରା ଘଟଣାକୁ…

57ତମ ରାଷ୍ଟ୍ରୀୟ ଦିବସ ସମାରୋହରେ ଯୋଗଦେବେ ମୋଦି

ଆଜି ମରିସସର 57ତମ ରାଷ୍ଟ୍ରୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ପିଏମ ମୋଦି । ଏହା ସହିତ, ଭାରତୀୟ ନୌସେନା ଜାହାଜ ସହିତ ଭାରତୀୟ ପ୍ରତିରକ୍ଷା ବାହିନୀର ଏକ ଦଳ ମଧ୍ୟ ଉତ୍ସବରେ ଅଂଶଗ୍ରହଣ କରିବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ମରିସସ ଗସ୍ତକୁ ବହୁତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା…

ସିଂହ ଛୁଆକୁ କୋଳରେ ଧରିଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଭାନ୍ତରାରେ ବନ୍ୟପ୍ରାଣୀ ଉଦ୍ଧାର, ପୁନର୍ବାସ ଏବଂ ସଂରକ୍ଷଣ କେନ୍ଦ୍ରର ଉଦଘାଟନ କରିଛନ୍ତି। ଭାନ୍ତରା ଦୁଇ ହଜାରରୁ ଅଧିକ ପ୍ରଜାତି ଏବଂ ଦେଢ଼ ଲକ୍ଷରୁ ଅଧିକ ଉଦ୍ଧାର ହୋଇଥିବା ବିପଦପୂର୍ଣ୍ଣ ପ୍ରାଣୀମାନଙ୍କର ଆବାସସ୍ଥଳ। ପ୍ରଧାନମନ୍ତ୍ରୀ ମୋଦିଙ୍କ…