Browsing Tag

#pmmodi

ଆଜି `ମନ କୀ ବାତ’ରେ ମନର କଥା କହିବେ ମୋଦି

ଆଜି `ମନ କୀ ବାତ'ରେ ମନର କଥା କହିବେ ପିଏମ ମୋଦି। ପୂର୍ବାହ୍ନ ୧୧ଟାରେ ପ୍ରସାରଣ ହେବ କାର୍ଯ୍ୟକ୍ରମର ୧୧୯ ତମ ସଂସ୍କରଣ। ଦେଶର ୧୨ଟି ସ୍ଥାନରୁ ଯୋଡ଼ି ହେବେ ସାଧାରଣ ଜନତା। କାନପୁରରେ ବଡ଼ ଆୟୋଜନ। ଶୁଣିବା ପାଇଁ ପ୍ରଶାସନ ପକ୍ଷରୁ ସୁବ୍ୟବସ୍ଥା। ଦେଶର 12ଟି ସ୍ଥାନରୁ ମନ କୀ ବାତ…

ଦିଲ୍ଲୀ ରେଳଷ୍ଟେଶନରେ ଦଳାଚକଟା : ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ ରେଳଷ୍ଟେଶନରେ ଶନିବାର ରାତିରେ ମହାକୁମ୍ଭ ଯାତ୍ରୀଙ୍କ ପ୍ରବଳ ଭିଡ଼ରୁ ଦଳାଚକଟା ଘଟି ୧୮ ଜଣ ପ୍ରାଣ ହରାଇଛନ୍ତି।  ୧୨ ଜଣ ଆହତ ହୋଇଛନ୍ତି। ୨ଟି ସ୍ବତନ୍ତ୍ର ଟ୍ରେନ୍‌ ପହଞ୍ଚିବାରେ ବିଳମ୍ବ ହେବାରୁ ଷ୍ଟେଶନରେ ଭିଡ଼ ବଢ଼ିଥିଲା |ଠେଲାପେଲା ମଧ୍ୟରେ ଅନେକ ଯାତ୍ରୀ ତଳେ ପଡ଼ିଯାଇଥିଲେ |…

ଆମେରିକାର ଇଣ୍ଟଲିଜେନ୍ସ ଡାଇରେକ୍ଟର ତୁଳସୀ ଗବାର୍ଡଙ୍କୁ ଭେଟିଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ଗସ୍ତ ପରେ ଆମେରିକାରେ ପହଞ୍ଚିଛନ୍ତି। ସେ ତାଙ୍କର ଦୁଇ ଦିନିଆ ଗସ୍ତରେ ବୁଧବାର ୱାଶିଂଟନ ଡିସିରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ବିମାନବନ୍ଦରରେ ଭବ୍ୟ ସ୍ବାଗତ କରାଯାଇଥିଲା। ଯେତେବେଳେ ସେ ତାଙ୍କ ରହଣି ସ୍ଥାନ, ବ୍ଲେୟାର ହାଉସରେ ପହଞ୍ଚିଲେ,…

ଆଜି ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୂର୍ବାହ୍ନ ୧୧ଟାରେ ଉତ୍ତରପ୍ରଦେଶର ପ୍ରୟାଗରାଜରେ ପହଞ୍ଚତ୍ ମହାକୁମ୍ଭ ମେଳା ପରିଦର୍ଶନ କରିବା ସହ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଭାରତର ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ…

ଦିଲ୍ଲୀର ପ୍ରଚାର ମଇଦାନରେ ପ୍ରଧାନମନ୍ତ୍ରୀ ମୋଦି

ଦିଲ୍ଲୀରେ ବିଜେପିର ଜୋରଦାର କ୍ୟାମ୍ପେନିଂ । ପ୍ରଚାର ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ 5 ରାଜ୍ୟର ମୁଖ୍ୟମନ୍ତ୍ରୀ । କାରତର ନଗରରେ ମୋଦିଙ୍କ ମେଗା କ୍ୟାମ୍ପେନିଂ । ବିଶାଳ ଜନସଭାକୁ ପିଏମଙ୍କ ସମ୍ବୋଧନ । କହିଲେ, ଦିଲ୍ଲୀରେ ବିଜେପି କ୍ଷମତାକୁ ଆସିଲେ ପୂରଣ ହେବ ସବୁ…

ବିକାଶର ଶିଖର ଛୁଇଂବ ଓଡିଶା : ମୋଦୀ

ବନେଶ୍ୱର ଜନତା ମୈଦାନରେ ଆରମ୍ଭ ହୋଇଛି ଦୁଇ ଦିନିଆ ଶିଳ୍ପ ମହାକୁମ୍ଭ- ଉତ୍କର୍ଷ ଓଡିଶା କନକ୍ଲେଭ୍। ଦେଶ ବିଦେଶର ହଜାର ହଜାର ଶିଳ୍ପପତିଙ୍କ ଉପସ୍ଥିତିରେ ଦୁଇ ଦିନିଆ  ଶିଳ୍ପ ମହାକୁମ୍ଭକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ | ଜନତା ମୈଦାନରେ ଆୟୋଜିତ ବିଶାଳ…

ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଉଦ୍‌ଘାଟନ କଲେ ମୋଦି

ଭୁବନେଶ୍ବର ଜନତା ମଇଦାନରେ ଉଦ୍‌ଘାାଟିତ ହୋଇଯାଇଛି ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫। ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମକୁ ମୋଦିଙ୍କୁ ସ୍ବାଗତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ନିବେଶକ,…

ମୋଦିଙ୍କ ଆଗମନ ପାଇଁ ହାଇଆଲର୍ଟରେ ରହିଛି ରାଜଧାନୀ ଭୁବନେଶ୍ବର

ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କ ଆଗମନ ପାଇଁ ହାଇଆଲର୍ଟରେ ରହିଛି ରାଜଧାନୀ ଭୁବନେଶ୍ବର । ବିମାନବନ୍ଦର ଠାରୁ ଜନତା ମୈଦାନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । 60 ରୁ ଅଧିକ ପ୍ଲାଟୁନ ପୋଲିସ ଫୋର୍ସ ଓ 400 ରୁ ଅଧିକ ଅଫିସରଙ୍କୁ ମୁତୟନ…

ମହାକୁମ୍ଭର ଶୁଭାରମ୍ଭରେ ଶୁଭେଚ୍ଛା ଜଣାଇଲେଲେ ମୋଦି

ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ସମାବେଶ ‘ମହାକୁମ୍ଭ ୨୦୨୫’ ସୋମବାର ପବିତ୍ର ନଗରୀ ପ୍ରୟାଗରାଜରେ ଆରମ୍ଭ ହୋଇଛି। ଏହି ପବିତ୍ର ଅବସରରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ଭକ୍ତ, ସନ୍ଥ, ମହାତ୍ମା, କଳ୍ପବାସୀ ଏବଂ ପରିଦର୍ଶକଙ୍କୁ ସ୍ବାଗତ କରିଥିଲେ ଏବଂ ମହାକୁମ୍ଭର ପ୍ରଥମ ସ୍ନାନ ପାଇଁ…

ପୋଡକାଷ୍ଟରେ ଡେବ୍ୟୁ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପୋଡକାଷ୍ଟରେ ଡେବ୍ୟୁ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜେରୋଧା ସହ ପ୍ରତିଷ୍ଠାତା ନିଖିଲ କମାତଙ୍କ People by WTF seriesରେ ପ୍ରଥମଥର ପାଇଁ ମୋଦି ନିଜ ବ୍ୟକ୍ତିଗତ ଓ ରାଜନୀତି ଜୀବନକୁ ନେଇ ଜଣାଅଜଣା କଥା ପ୍ରକାଶ କରିଛନ୍ତି । ୨ ଘଣ୍ଟାରୁ ଅଧିକ ସମୟ ଧରି ମୋଦି ପୋଡକାଷ୍ଟରେ…