ପ୍ରବାସୀ ଭାରତୀୟ ଦିବସରେ ଉଦଦ୍ବୋଧନ ଦେଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍ଘାଟନ କରିଛନ୍ତି। ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର ଶୁଭାରମ୍ଭ କରିଛନ୍ତି। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟପାଳ ହରିବାବୁ କମ୍ଭମ୍ପତି ସ୍ବାଗତ…