୧୬ରୁ ଛଅ ଦିନିଆ ବିଦେଶ ଗ୍ରସ୍ତରେ ପ୍ରଧାନମନ୍ତ୍ରୀ
୧୬ରୁ ୨୧ ତାରିଖ ପର୍ୟ୍ୟନ୍ତ ୬ ଦିନିଆ ନାଇଜେରିଆ, ବ୍ରାଜିଲ୍ ଓ ଗୁଏନା ଗସ୍ତରେ ଯିବେ । ପ୍ରଥମେ ମୋଦୀ ୧୬ ଓ ୧୭ ତାରିଖ ନାଇଜେରିଆ ଗସ୍ତରେ ଯିବେ। ସେଠାକାର ରାଷ୍ଟ୍ରପତିଙ୍କ ନିମନ୍ତ୍ରଣରେ ମୋଦୀ ଏହି ଗସ୍ତ କରୁଛନ୍ତି । ୧୭ ବର୍ଷ ପରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ…