Browsing Tag

#pmmodi

ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ

ମେଟ୍ରୋ ଟିଭି ଓଡିଶା,୧୪/୧: ଜାନୁଆରି ୩୧ରୁ ସଂସଦର ବଜେଟ ଅଧିବେଶନ । ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ ବଜେଟ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ଚାଲିବ ସଂସଦର ବଜେଟ ଅଧିବେଶନ । ଜାନୁଆରି ୩୧ରୁ ଫେବ୍ରୁଆରୀ ୧୧ ପର୍ଯ୍ୟନ୍ତ ଚାଲିବ ପ୍ରଥମ ପର୍ଯ୍ୟାୟ ଅଧିବେଶନ । ମାର୍ଚ୍ଚ ୧୪ରୁ ଏପ୍ରିଲ

ଲକ୍‌ଡାଉନ ଚର୍ଚ୍ଚା ଉପରେ ପୂର୍ଣ୍ଣଛେଦ ପକାଇଲେ ମୋଦି କହିଲେ, ଜୀବନ ସହ ଜୀବିକା ଆବଶ୍ୟକ

ମେଟ୍ରୋ ଟିଭି ଓଡିଶା,୧୪/୧: କରୋନାର କାୟା ମାଡିଚାଲିଲାଣି । ଏହି ପରି ଭୟଙ୍କର ସ୍ଥିତିରେ ଲକ୍‌ଡାଉନ ହେବାକୁ ନେଇ ଯେଉଁ ଚିନ୍ତା ସାଧାରଣ ଲୋକଙ୍କୁ ଘାରୁଥିଲା ତା ଉପରେ ପୂର୍ଣ୍ଣଛେଦ ପଡିଛି । ଗତକାଲି ହୋଇଥିବା ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କୋଭିଡ୍ ସମୀକ୍ଷା ପରେ ପ୍ରଧାନମନ୍ତ୍ରୀଙ୍କ

ଆଜି ପ୍ରଧାନମନ୍ତ୍ରୀଙ୍କ ସମସ୍ତ ରାଜ୍ୟ ସହ କୋଭିଡ ସମୀକ୍ଷା ବୈଠକ

ମେଟ୍ରୋ ଟିଭି ଓଡିଶା,୧୩/୧: କୋଭିଡର କାୟା ବିସ୍ତାର ହେବାରେ ଲାଗିଲାଣି । ଏହି ସଂକ୍ରମଣକୁ ରୋକିବା ପାଇ ଆଜି ଅପରାହ୍ନ ସାଢେ ୪ଟାରେ ପ୍ରଧାନମନ୍ତ୍ରୀ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ଭର୍ଚୁଆଲ ମୋଡରେ ବୈଠକ କରି କୋଭିଡର ସମୀକ୍ଷା କରିବେ । ଦେଶରେ କୋଭିଡ ସ୍ଥିତି, ଡାକ୍ତରଖାନା

ମିହିରଙ୍କୁ ପଦ୍ମଶ୍ରୀ ସମ୍ମାନ ଦିଆଯାଉ

ମେଟ୍ରୋ ଟିଭି ଓଡିଶା,୧୩/୧: ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର ବର୍ଷୀୟାନ୍ କଳାକାର ମିହିର ଦାସଙ୍କ ଦେହାନ୍ତ ପରେ ତାଙ୍କୁ ମରଣୋତ୍ତର ପଦ୍ମଶ୍ରୀ ସମ୍ମାନ ଦିଆଯାଉ ବୋଲି ଦାବି କରାଯାଉଛି । ଏହା ସହ କଟକର ଏକ ରାସ୍ତାକୁ ତାଙ୍କ ନାମରେ ନାମକ କରିବାକୁ କହିଛନ୍ତି ଅଭିନେତା ଶ୍ରୀତମ ଦାସ ।ଗତକାଲି

୫ରାଜ୍ୟର ଟୀକା ସାର୍ଟିଫିକେଟରୁ ହଟିବ ମୋଦିଙ୍କ ଫଟୋ

ମେଟ୍ରୋ ଟିଭି ଓଡିଶା,୧୦/୧: ନିର୍ବାଚନ ହେବାକୁ ଥିବା ୫ଟି ରାଜ୍ୟରେ ମୋଦିଙ୍କ ଫଟୋ ହଟାଯିବ । ଟୀକାକରଣ ସାର୍ଟିଫିକେଟରୁ ହଟାଯିବ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ । ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବା ୫ରାଜ୍ୟ ଉତ୍ତରପ୍ରଦେଶ, ପଞ୍ଜାବ,ଉତ୍ତରାଖଣ୍ଡ,ମଣିପୁର ଓ ଗୋଆରେ ଏହି କଟକଣା ଲାଗୁ

ଆଜି ପ୍ରଧାନମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ବୈଠକ

ମେଟ୍ରୋ ଟିଭି ଓଡିଶା,୯/୧: ଆଜି ଅପରାହ୍ନ ସାଢେ ୪ଟା ସମୟରେ ହେବ କୋଭିଡ ସମୀକ୍ଷା ବୈଠକ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସମୀକ୍ଷାରେ ଆଜି ହେବ ଏହି ବୈଠକ । ବୈଠକରେ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଯୋଗଦେବେ । ଦେଶରେ ବଢୁଥିବା କୋଭିଡ ପରିସ୍ଥିତିର ସମୀକ୍ଷା ପାଇ ଏହି ବୈଠକ ଡକାଯାଇଛି

ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ନେଇ କଟାକ୍ଷ କଲେ ମୋଦି,ମୁଁ ଜୀବିତ ଫେରିଥିବାରୁ ତୁମ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ କହିବ…

ମେଟ୍ରୋ ଟିଭି ଓଡିଶା,୫/୧: ପ୍ରଧାନମନ୍ତ୍ରୀ ମୋଦିଙ୍କର ସୁରକ୍ଷାରେ ଏକ ବଡ ଧରଣର ବିଭ୍ରାଟ ଦେଖିବାକୁ ମିଳିଛି । ବୁଧବାର ପଞ୍ଜାବ ଗସ୍ତରେ ଯାଇଥିବା ମୋଦିଙ୍କୁ ସୁରକ୍ଷା କାରଣରୁ ଅଟକ ରଖାଯାଇଥିଲା । ପାଗ ଖରାପ ହେବାରୁ ସଡ଼କପଥରେ ଫିରୋଜପୁର ଯାଉଥିବା ମୋଦୀଙ୍କ କ୍ୟାରିକେଡକୁ ଏକ