Browsing Tag

#political

୧୦ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ

୧୦ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ। ରାଜ୍ୟରେ ମହିଳାଙ୍କ ପ୍ରତି ଅତ୍ୟାଚାର ପ୍ରତିବାଦରେ ପ୍ରତିବାଦ କରାଯିବ। ଏନେଇ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ ସୂଚନା ଦେଇଛନ୍ତି। ସବୁ ଜିଲାପାଳ ଏବଂ ଭୁବନେଶ୍ୱର ଏଡିଏମ୍‌ ଅଫିସ ଆଗରେ ବିକ୍ଷୋପ କରିବ। ବିଜେଡି ଓ କଂଗ୍ରେସ ବିଧାୟକମାନେ…

ମହାରାଷ୍ଟ୍ରରେ ବିଜେପି ମେଣ୍ଟ ଗଢ଼ିବ ସରକାର !

ମହାରାଷ୍ଟ୍ରରେ ବିଜେପି ମେଣ୍ଟ ଗଢ଼ିପାରେ ସରକାର । ଅଧିକାଂଶ ଏକଜିଟ ପୋଲ ବିଜେପି ମେଂଟ ସରକାର ଗଢ଼ିବ ବୋଲି କହିଛନ୍ତି । ମହାୟୁତି ପୁଣି ମହାରାଷ୍ଟ୍ରରେ ସରକାର ଗଢ଼ିବ ବୋଲି ବିଭିନ୍ନ ସଂସ୍ଥା କହିଛନ୍ତି । ମାଟ୍ରିଜ କରିଥିବା ଏକଜିଟ ପୋଲରେ କୁହାଯାଇଛି ଯେ ବିଜେପି ମେଣ୍ଟ ମହାରାଷ୍ଟ୍ରରେ…

ଜମ୍ମୁ-କାଶ୍ମୀର ଓ ହରିୟାଣା ପାଇଁ ବାଜିଲା ନିର୍ବାଚନୀ ବିଗୁଲ

ଜମ୍ମୁ-କାଶ୍ମୀର ଓ ହରିୟାଣାରେ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିଛନ୍ତି । ଜମ୍ମୁ-କାଶ୍ମୀରରେ ୩ଟି ପର୍ଯ୍ୟାୟରେ ଓ ହରିୟାଣାରେ ଗୋଟିଏ ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ। ଏନେଇ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ସାମ୍ବାଦିକ ସମ୍ମିଳନୀରେ…

ଆମେ ଭାରତକୁ ଉସୁକାଉନାହୁଁ

ଭାରତର କଡ଼ା ପଦକ୍ଷେପ ପରେ ନଇଁଛି କାନାଡା । ସକାଳୁ ତାଉ ଦେଖାଉଥିବା କାନାଡା ସଂଧ୍ୟାକୁ ନରମ ହୋଇଛି ।  ଖାଲିସ୍ତାନ ସମର୍ଥକ ହରଦୀପ ସିଂ ନିଜରଙ୍କ ହତ୍ୟାକୁ ନେଇ ଭାରତ ଓ କାନାଡା ମଧ୍ୟରେ ବିବାଦ ବଢିବାରେ ଲାଗିଥିବା ବେଳେ ଭାରତର କଡା ଜବାବ ଦେଖି କାନାଡା ପ୍ରଧାନମନ୍ତ୍ରୀ ଉତ୍ତର ରଖିଛନ୍ତି ।…

ଲୋକସଭାରେ ଆଗତ ହେଲା ମହିଳା ସଂରକ୍ଷଣ ବିଲ୍

ନୂଆଦିଲ୍ଲୀ: ଲୋକସଭା ଓ ରାଜ୍ୟ ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେବା ସଂପର୍କିତ ବିଲକୁ ଆଜି ସଂସଦରେ ଆଗତ କରାଯାଇଛି । ଲୋକସଭା ଓ ବିଧାନ ପରିଷଦରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେବା ପାଇଁ  ଲୋକସଭାରେ ଏକ ବିଲ୍ ଆଗତ ହୋଇଛି। ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ…

କାନାଡା କୂଟନୀତିଜ୍ଞଙ୍କୁ ବହିଷ୍କାର କଲା ଭାରତ

ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ହତ୍ୟାକାଣ୍ଡରେ ଭାରତର ସମ୍ପୃକ୍ତି ଥିବା ଆରୋପ ଲଗାଇ କାନାଡା ସରକାର ସୋମବାର ଭାରତର ଜଣେ ବରିଷ୍ଠ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବା ନେଇ ଆଦେଶ ଦେଇଥିଲେ । ତେବେ ଏହାର ୨୪ ଘଣ୍ଟା ଭିତରେ ଭାରତ ଯେସାକୁ ତେସା ନୀତି ଆପଣାଇ ସମାନ ଡଙ୍ଗରେ ଜବାବ ଦେଇଛି ।…