Browsing Tag

Politics

ଆଜି କଂଗ୍ରେସର ବିଧାନସଭା ଘେରାଉ

ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ବିଧାୟକଙ୍କୁ ବାଚସ୍ପତି ନିଲମ୍ବନ କଲେ । ନିଲମ୍ବନ ପରେ ବିଧାନସଭା ଭିତରେ ଓ ବାହାରେ ହାଇଡ୍ରାମା କଲେ । ମାର୍ସଲ ଓ ସୁରକ୍ଷାକର୍ମୀଙ୍କୁ ଆକ୍ରମଣ ବି କଲେ । ଆଉ ଏବେ ବିଧାନସଭା ଘେରାଉ କରିବାକୁ ଚେତାବନୀ ଦେଇଛି କଂଗ୍ରେସ । ଆଜି କଂଗ୍ରେସ ବିଧାନସଭା ଘେରାଉ…

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବହୁ ମାନ୍ୟ ଗଣ୍ୟ ବ୍ୟକ୍ତି

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। "ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ନେତା ଏବଂ ଦକ୍ଷ…

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କର ଆଜି ଦେହାନ୍ତ ହୋଇଛି। ତାଙ୍କର ବୟସ ୮୪ ବର୍ଷ ଥିଲା। ବରିଷ୍ଠ ବିଜେପି ନେତା ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ସେ ସକାଳ ପ୍ରାୟ ୧୦.୩୦ ସମୟରେ ତାଙ୍କ ପୁଅ ଏବଂ କେନ୍ଦ୍ର…

ଉଦଳା ନର୍ବାଚନମଣ୍ଡଳୀର ‘ନିର୍ବାଚିତ ଜନପ୍ରତିନିଧି ଏବଂ ବରିଷ୍ଠ କର୍ମୀ’ ବିଜେପିରେ ଯୋଗଦେଲେ

ଓଡ଼ିଶାକୁ ବିକଶିତ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ବିଜେପି ସରକାର ବଦ୍ଧପରିକର । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ କେନ୍ଦ୍ର ସରକାର ଏବଂ ରାଜ୍ୟରେ ବିଜେପି ସରକାର ଉପରେ ଓଡ଼ିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି । ଅନ୍ୟ ପଟେ ବିଜେଡି ଉପରୁ ଦଳୀୟ…

କେଜରିଓ୍ବାଲଙ୍କ ଉପରେ ପଥରମାଡ଼

ନିର୍ବାଚନ ପ୍ରଚାର ସମୟରେ ଅରବିନ୍ଦ କେଜରିୱାଲଙ୍କ କାର ଉପରେ ଆକ୍ରମଣ ହୋଇଛି। କେଜରିୱାଲଙ୍କ ଗାଡ଼ି ଉପରକୁ ପଥର ଫିଙ୍ଗାଯାଇଛି। ଏହି ଅଭିଯୋଗ ପରେ, ପୋଲିସ ମାମଲାର ତଦନ୍ତ ଆରମ୍ଭ କରିଛି। ଆମ ଆଦମୀ ପାର୍ଟି ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏହାର ଅଫିସିଆଲ ହ୍ୟାଣ୍ଡେଲରେ ଏକ ଭିଡିଓ…

ଦିଲ୍ଲୀ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଅରବିନ୍ଦ କେଜ୍ରିୱାଲ

ଦିଲ୍ଲୀରେ ବାଜିସାରିଛି ନିର୍ବାଚନୀ ବିଗୁଲ । ଆଜି ନାମାଙ୍କନ ଦାଖଲ କରିଛନ୍ତି ବିଭିନ୍ନ ଦଳର ହାଇପ୍ରୋଫାଇଲ ନେତା । ଏହା ଭିତରେ ଆମ ଆଦମୀ ପାର୍ଟିର ମୁଖ୍ୟ ତା ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ନାମାଙ୍କନ ଦାଖଲ କରିବା ପୂର୍ବରୁ ବିଶାଳ ରୋଡ ଶୋ କରିଛନ୍ତି । ତେବେ ବୁଧବାର ସକାଳୁ…

ନବୀନଙ୍କୁ କଟାକ୍ଷ କଲେ ଧର୍ମେନ୍ଦ୍ର

ନବୀନ ପଟ୍ଟନାୟକଙ୍କ ଭିଡିଓ ବାର୍ତ୍ତାକୁ କଡ଼ା ଭାଷାରେ ସମାଲୋଚନା କରିଛି ବିଜେପି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧ‌ର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ତାଙ୍କୁ କିଏ ଲେଖା ଧରାଇ ଦେଇଥିବ ଓ ସେ ଅଜାଣତରେ ପଢ଼ି ଦେଇଥିବେ। ଯିଏ ନିଜ ବାପାଙ୍କ ଜନ୍ମମାଟିରେ ୨୪ ବର୍ଷରେ ପାଣି ଯୋଗାଇ ପାରିଲେ ନାହିଁ, ସିଏ…

ପଦ୍ମ ଧରିବେ ଛଗନ ଭୁଜବଳ

ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ ଭୁଜବଲ ସୋମବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଭେଟିଛନ୍ତି। ବୈଠକ ପରେ ତାଙ୍କର ପରବର୍ତ୍ତୀ ପଦକ୍ଷେପ ବିଷୟରେ ଖୁବ୍‌ ଆଲୋଚନା ହେଉଛି।…

ହିନ୍ଦୁଙ୍କ ଉପରେ ୨୨୦୦ ଆକ୍ରମଣ

ୟୁନୁସ ସରକାର ମାନୁନାହାଁନ୍ତି । ହିନ୍ଦୁଙ୍କ ଉପରେ ମୁସଲମାନମାନେ ଆକ୍ରମଣ କରୁଛନ୍ତି । ଅନେକ ଲୋକଙ୍କ ଜୀବନ ଯାଇଛି । ବାଂଲାଦେଶରେ ହିନ୍ଦୁ ଓ ଅନ୍ୟ ସଂଖ୍ୟାଲଘୁଙ୍କ ଉପରେ ଅତ୍ୟାଚାର ବଢ଼ିଚାଲିଛି ବୋଲି ସଂସଦରେ ଆଲୋଚନା ବେଳେ ଭାରତ ସରକାର ତଥ୍ୟ ପ୍ରଦାନ କରିଛନ୍ତି । ପୂର୍ବତନ…

ପ୍ରିୟଙ୍କା ଗାନ୍ଧିଙ୍କୁ ବ୍ୟାଗ୍ ଭେଟି ଦେଇଛନ୍ତି ଅପରାଜିତା ଷଡ଼ଙ୍ଗୀ

କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧିଙ୍କୁ ୧୯୮୪ ଲେଖା ହୋଇଥିବା ବ୍ୟାଗ୍ ଭେଟି ଦେଇଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ। ସଂସଦ ଭବନ ଭିତରକୁ ପ୍ରିୟଙ୍କା ଗାନ୍ଧି ପ୍ରବେଶ କରୁଥିବା ବେଳେ ତାଙ୍କ ହାତକୁ ଏହି ବ୍ୟାଗ ବଢାଇଦେଇଥିଲେ ଅପରାଜିତା। ଆଉ ପ୍ରିୟଙ୍କା ବ୍ୟାଗରେ କଣ ଲେଖା ଅଛି ନଦେଖି ବ୍ୟାଗ…