Browsing Tag

Politics

ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ଦାସ ସାହୁଙ୍କୁ ଜାମସେଦପୁର ଇଷ୍ଟରୁ ବିଜେପି ଟିକେଟ

ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ତାଲିକାରେ ମୋଟ ୬୬ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ରହିଛି। ବିଜେପି ରାଜ୍ୟର ୮୧ଟି ଆସନରୁ ୬୮ଟିରେ ଲଢ଼ିବ ଓ ସହଯୋଗୀଙ୍କ ପାଇଁ ବାକି ଆସନ ଛାଡ଼ିବାକୁ ନେଇଛି। ଏହି କ୍ରମରେ ଦଳ ଆଜି ୬୬ଟି…

ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ

ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ ‌କରିଛି। ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନିକ କାର୍ଯ୍ୟ ଓ ନେତୃତ୍ବ ସଂପର୍କରେ ଏକ ବିସ୍ତୃତ ରିପୋର୍ଟ ପ୍ରଦାନ କରିବା ପାଇଁ କୁହାଯାଇଛି। ମିନାକ୍ଷୀ…

କେବେ ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଏବ ସିଂ ସାଇନି ?

ହରିୟାଣାର ରାଜନୀତିକୁ ନେଇ ସାରା ଦେଶରେ ଚର୍ଚ୍ଚା ଲାଗି ରହିଛି । ଏହାକୁ ନେଇ କଂଗ୍ରେସକୁ ଟ୍ରୋଲ କରୁଛନ୍ତି ସାଧାରଣ ଜନତା । ଜିତୁ ଜିତୁ କିପରି ହାରିଲା କଂଗ୍ରେସ ତାକୁ ନେଇ ଚର୍ଚ୍ଚା ହେଉଛି । ତେବେ ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଏହା…

କିଏ ହେବେ ଜମ୍ମୁ କାଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ?

ନ୍ୟାସନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲା କି ଫାରୁକ୍ ଅବଦୁଲ୍ଲା କିଏ ହେବେ ମୁଖ୍ୟମନ୍ତ୍ରୀ । ନୂଆ ସରକାର ଗଠନ ହେବ, ନୂଆ ନେତା କିଏ ଜମ୍ମୁ କଶ୍ମୀରର ମୁଖ୍ୟମନ୍ତ୍ରୀ ହେବେ?  ବରିଷ୍ଠ ଏନ୍‌ସି ନେତା ଫାରୁକ୍‌ ଅବଦୁଲ୍ଲା  ଶ୍ରୀନଗରରେ ନିଜ ବିଧାୟକଙ୍କ ସହ ଆଲୋଚନା କରିଛନ୍ତି ।  ଜମ୍ମୁ…

କାଶ୍ମୀରରେ ବିଜେପି ଜିତିଲା କି ହାରିଲା?

ନୂଆଦିଲ୍ଲୀ: ବିଜେପି ନେତା କହୁଛନ୍ତି କାଶ୍ମୀରରେ ସେମାନେ ଜିତିଛନ୍ତି । କାରଣ ସେମାନେ ସବୁଠୁ ଅଧିକ ପ୍ରତିଶତ ଭୋଟ ପାଇଛନ୍ତି । ଗତ ନିର୍ବାଚନଠୁ ଅଧିକ ଆସନ ପାଇଛନ୍ତି । କାଶ୍ମୀରବାସୀ ବିଜେପିକୁ ଭୋଟ ଦେଇନାହାଁନ୍ତି ସତ କିନ୍ତୁ ସେମାନେ ସୁରକ୍ଷାକୁ ନେଇ ବିଜେପିକୁ ପ୍ରଶଂସା କରିଛନ୍ତି ।…

ଓଡିଶା କଂଗ୍ରେସ କମିଟି ସଭାପତି ଚୟନ ପ୍ରକ୍ରିୟାକୁ ନେଇ ପୁଣିଥରେ ହଲ୍‌ଚଲ୍‌

କିଛିଦିନର ବ୍ୟବଧାନ ପରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ପାଇଁ ଚୟନ ପ୍ରକ୍ରିୟାକୁ ନେଇ ପୁଣିଥରେ ହଲ୍‌ଚଲ୍‌ ଆରମ୍ଭ ହୋଇଛି। ଫୋନ୍ ଜରିଆରେ କଂଗ୍ରେସ କର୍ମୀଙ୍କଠାରୁ ମତାମତ ସଂଗ୍ରହ କରାଯାଉଥିବା ଚର୍ଚ୍ଚା ଚାଲିଛି। ସଭାପତି ପାଇଁ ୩ଟି ନାଁ ଓ ଚଳିତ ନିର୍ବାଚନରେ ଦଳର ବିପର୍ଯ୍ୟୟ ପଛର କାରଣ…

ଭୋଟ ପୂର୍ବରୁ କାହିଁକି ସାବିତ୍ରୀ ଜିନ୍ଦଲଙ୍କ ସମେତ ୩ ବଡନେତାଙ୍କୁ ଦଳରୁ ବହିସ୍କାର କଲା ବିଜେପି !

ହରିୟାଣାରେ ଆଜି ବିଧାନସଭା ନିର୍ବାଚନ ଲାଗି ମତଦାନ ଅନୁଷ୍ଠିତ ହେଉଛି। ଅପରପକ୍ଷରେ ଭାଜପା ଚାରିଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ଚାରିଜଣ ସ୍ବାଧୀନ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଦଳରୁ ବହିଷ୍କୃତ ହୋଇଥିବା ନେତାଙ୍କ ମଧ୍ୟରେ ଭାଜପାର କୁରୁକ୍ଷେତ୍ର ଏମ୍‌ପି ନବୀନ…

ଭାଜପା ଉପରେ ବର୍ଷିଲେ ନବୀନ

ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ କରିଛନ୍ତି।ତେବେ ପଦଯାତ୍ରା ଆରମ୍ଭରୁ ସେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମିଛ କହି ଭାଜପା କ୍ଷମତାକୁ ଆସିଛି। ପଦ ଯାତ୍ରାରେ ଭାଜପା…

ଅପମାନଜନକ ମନ୍ତବ୍ୟ ଦେଇଥିବାରୁ କଂଗ୍ରେସର ନେତା ଖର୍ଗେଙ୍କୁ ନିନ୍ଦା କରିଛନ୍ତି ଅମିତ ଶାହା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସଂପର୍କରେ ଅପମାନଜନକ ମନ୍ତବ୍ୟ ଦେଇଥିବାରୁ କଂଗ୍ରେସର ବରିଷ୍ଠ ନେତା ମଲ୍ଳିକାର୍ଜୁନ ଖର୍ଗେଙ୍କୁ ନିନ୍ଦା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା।ମଲ୍ଳିକାର୍ଜୁନ ଖର୍ଗେ ତାଙ୍କ ଅଭିଭାଷଣରେ କହିଥିଲେ ଯେ, ‘‘ମୋଦୀ କ୍ଷମତାରୁ ହଟିବା ଦେଖିବା ପାଇଁ…

ଭଦ୍ରକରେ ଇଣ୍ଟରନେଟ୍ ସେବା ବନ୍ଦ

ଭଦ୍ରକ: ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟକୁ ନେଇ ଉତ୍ତେଜନା । ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକ ଜିଲ୍ଲାରେ ବନ୍ଦ ହୋଇଛି ଇଣ୍ଟରନେଟ୍ ସେବା। ସୋଶାଲ ମିଡିଆ ପୋଷ୍ଟକୁ ନେଇ ଦେଖାଦେଇଥିବା ଉତ୍ତେଜନା ପରେ ଏହି ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ। ଜିଲ୍ଲାରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ…