ଶିବସେନାର ୧୨ ସାଂସଦଙ୍କୁ ‘ୱାଇ’ କ୍ୟାଟେଗୋରୀ ସୁରକ୍ଷା
ପୁଣି ଶିବସେନାରେ ଆରମ୍ଭ ହୋଇଛି ବିଦ୍ରୋହ। ବିଧାୟକଙ୍କ ପରେ ସାଂସଦଙ୍କର ପାଳି ପଡିଛି। ଉଦ୍ଧବ ଗୋଷ୍ଠୀଙ୍କ ୧୨ ଜଣ ବିଦ୍ରୋହୀ ସାଂସଦଙ୍କୁ ଦିଆଯାଇଛି ‘ୱାଇ’ କ୍ୟାଟେଗୋରୀ ସୁରକ୍ଷା।ଶିବସେନାର ସାଂସଦଙ୍କୁ ନେଇ ଏବେ ବେଶ୍ ଚର୍ଚ୍ଚା କରାଯାଉଛି।ମହାରାଷ୍ଟ୍ରରେ ରାଜନୈତିକ ହଲଚଲ ଏବେବି ଥମିନି।!-->…