Browsing Tag

president draupadi murmu

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ

ଆସନ୍ତା ୨୪ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଆସିବେ । ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମଳିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ…

ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ତିନି ଦିନ ଧରି ଚାଳିଥିବା ପ୍ରବାସୀ ଭାରତୀୟ ଦିବସର ଶୁକ୍ରବାର ଉଦ୍‌ଯାପନୀ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିଛନ୍ତି। ୨୪ଟି ଦେଶର ୨୭ ବିଶିଷ୍ଟ ପ୍ରବାସୀଙ୍କୁ ରାଷ୍ଟ୍ରପତି ସମ୍ମାନିତ କରିଛନ୍ତି। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ପାଇଁ…

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ବିମାନବନ୍ଦରରୁ କଡ଼ା ସୁରକ୍ଷା ମଧ୍ୟରେ ରାଷ୍ଟ୍ରପତିଙ୍କ କାରକେଡ…

ଆଜି ୨ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ବିଶାଖାପାଟଣାର ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ୍‌ ହାଇଡ୍ରୋଜେନ୍‌ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସାରେ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରଠାରେ ପହଞ୍ଚିଛନ୍ତି। ଏହି ସମୟରେ ତାଙ୍କୁ ସ୍ବାଗତକରିବା ପାଇଁ ବିମାନବନ୍ଦର ଠାରେ…

ଦେଶବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଇଂରାଜୀ ନୂଆବର୍ଷ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତ ଏବଂ ବିଶ୍ବ ପାଇଁ ଏକ ଉଜ୍ଜ୍ୱଳମୟ ସ୍ଥାୟୀ ଭବିଷ୍ୟତ ଗଠନ କରୁଥିବା ସମାଜର କାମନା କରିଛନ୍ତି। ମିଳିତ ଭାବରେ…

୯ ରେ ପ୍ରଧାନମନ୍ତ୍ରୀ ଓ ୧୦ରେ ରାଷ୍ଟ୍ରପତି ଓଡିଶା ଆସିବେ

ଭୁବନେଶ୍ୱର ଜନତା ମଇଦାନରେ ଜାନୁଆରୀ ୮ରୁ ୧୦ ମଧ୍ୟରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ମୋଦି ୯ରେ ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେବେ। ୧୦ ତାରିଖ ଉଦ୍‌ଯାପନୀ ଉତ୍ସବରେ ରାଷ୍ଟ୍ରପତି ସାମିଲ ହେବେ।…

ଶ୍ରେଷ୍ଠ ଜିଲା ଭାବେ କୋରାପୁଟକୁ ପୁରସ୍କୃତ କଲେ ରାଷ୍ଟ୍ରପତି ଦ୍ରୌପତି ମୁର୍ମୁ

ଜାତୀୟସ୍ତରରେ ଶ୍ରେଷ୍ଠ ଜିଲା ପଞ୍ଚାୟତ ଭାବେ କୋରାପୁଟ ପୁରସ୍କୃତ ହୋଇଛି। ନାନାଜୀ ଦେଶମୁଖ ସର୍ବୋତ୍ତମ ପଞ୍ଚାୟତ ଶତତ ବିକାଶ ବର୍ଗରେ କୋରାପୁଟ ଦ୍ବିତୀୟ ଶ୍ରେଷ୍ଠ ଜିଲା ପଞ୍ଚାୟତ ଭାବେ ପୁରସ୍କୃତ ହୋଇଛି। ବୁଧବାର ଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

ଆଜି ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ରାଷ୍ଟ୍ରପତି

ରାଷ୍ଟ୍ରପତି ହେବା ପରେ ମୟୂରଭଞ୍ଜ ଜିଲ୍ଲାକୁ ଚତୁର୍ଥ ଥର ପାଇଁ ଆସୁଥିବା ବେଳେ ପ୍ରଥମ ଥର ନିଜ ଜନ୍ମମାଟି କୁସୁମୀ ବ୍ଲକ ଅନ୍ତର୍ଗତ "ଉପରବେଡା" ଗ୍ରାମକୁ ଯିବେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ବ୍ୟବସ୍ଥା ମଧ୍ୟ ହୋଇଛି । ଛୋଟବେଳେ ପାଠ ପଢୁଥିବା ସ୍କୁଲ 'ଉପରବେଡା ସରକାରୀ ଉଚ୍ଚ…

ଜାତୀୟ ସମ୍ବିଧାନ ଦିବସ ଅବସରରେ ସଂସଦରେ ରାଷ୍ଟ୍ରପତିଙ୍କ ସମ୍ବୋଧନ

ଭାରତକୁ ଲୋକତନ୍ତ୍ରର ଜନନୀ କହିଲେ ମହାମହିମ ରାଷ୍ଟ୍ରପତି । ସେ କହିଛନ୍ତି , ଆମ ଦେଶର ସବୁଠୁ ପବିତ୍ର ଗ୍ରନ୍ଥ ହେଉଛି ସମ୍ବିଧାନ । ଦେଶର ଆଶା , ଆକାଂକ୍ଷା ପୂରଣ କରିବାକୁ ସମସ୍ତେ ଆଗେଇ ଆସିବା ଦରକାର । ଏବେ ଭାରତରେ ସମାବେଶୀ ବିକାଶର ଦ୍ରୁତ ହେଉଛି । ବିଶ୍ବସ୍ତରୀୟ ଭିତ୍ତିଭୂମି ସୁଦୃଢ…

ରାଷ୍ଟ୍ରପତି ଭବନରେ କୋଣାର୍କ ଚକର ପ୍ରତିକୃତି

ଓଡ଼ିଆ ଅସ୍ମିତାର ଝଲକ ଦେଖିବାକୁ ମିଳିବ ରାଷ୍ଟ୍ରପତି ଭବନରେ । ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ର ଓ ଅମୃତ ଉଦ୍ୟାନରେ ବାଲୁକା ପଥରରେ ନିର୍ମିତ କୋଣାର୍କ ଚକର ୪ଟି ପ୍ରତିକୃତି ବେଶ ମନୋହର ଲାଗୁଛି ।  ପର୍ଯ୍ୟଟକଙ୍କ ମଧ୍ୟରେ ଦେଶର ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶିତ ଓ ପ୍ରୋତ୍ସାହିତ କରିବା…