ହୁଣ୍ଡି ସ୍ଥାନାନ୍ତର ପରେ ଫେବୃଆରୀ ପହିଲାରୁ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇପାରେ
ଫେବୃଆରୀ ପହିଲାରୁ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇପାରେ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଶ୍ରୀମନ୍ଦିରରେ ନୂତନ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ତାରିଖ ପୁନର୍ବାର ଘୁଞ୍ଚିବାକୁ ନେଇ ଚର୍ଚା ଜୋର ଧରିଛି ।
ହୁଣ୍ଡି ସ୍ଥାନାନ୍ତର ପାଇଁ କିଛି ଅନୁମତି ଜରୁରୀ।…