ଆଜିଠାରୁ ଆରମ୍ଭ ହେଲା ଶ୍ରୀଜିଉଙ୍କର କାର୍ତ୍ତିକ ନୀତି
ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ କାର୍ତ୍ତିକ ନୀତି। ଆଶ୍ବିନ ମାସ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଏହି ନୀତି ମହାପ୍ରଭୁଙ୍କ ଚାଲିବାକୁ ଥିବାବେଳେ ଏହି ଏକ ମାସ ଧରି ମହାପ୍ରଭୁଙ୍କ ସ୍ବତନ୍ତ୍ର ବାଳଭୋଗ ସହ ରାଧାଦାମୋଦର ବେଶ ଆରମ୍ଭ ହୋଇଛି।…