Browsing Tag

#RAIN

୪ରୁ ରାଜ୍ୟରେ ବର୍ଷା ଆରମ୍ଭ

୪ ତାରିଖରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବ। ହେଲେ ରାଜ୍ୟର କେଉଁ ଜିଲ୍ଲାରେ ଏହାର କେତେ ପ୍ରଭାବ ପଡ଼ିବ ସେ ନେଇ ଆକଳନ ହୋଇନଥିବା ପାଣିପାଗ କେନ୍ଦ୍ର କହିଛି। ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ବିଶେଷ ବର୍ଷାର ସମ୍ଭାବନା…

ଆଜିଠୁ ପାଗ ଶୁଖିଲା ରହିବ

ଦକ୍ଷିଣପୂର୍ବ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦୁର୍ବଳ ହୋଇଯାଇଛି। ଏଥିରେ କିନ୍ତୁ ଆଜିଠୁ ଲାଗିବ ବ୍ରେକ୍‌ । କମିବ ବର୍ଷାର ପରିମାଣ । ବର୍ଷାର ପରିମାଣ କମିବା ପରେ ଜାରି ହୋଇଥିବା ୟେଲୋ ୱାର୍ଣ୍ଣିଂକୁ ହଟାଇ ଦିଆଯାଇଛି । ଅବଶ୍ୟ ଆସନ୍ତା ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସୁଛି ବର୍ଷା

ଲଘୁଚାପ ପାଇଁ ପୁଣି ବର୍ଷା ହେବ । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ, ଉତ୍ତର-ପଶ୍ଚିମ ବଙ୍ଗୋପ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ।

ମୌସୁମୀ ବର୍ଷା ପୁର୍ବରୁ ସହରରେ କୁତ୍ରିମ ବନ୍ୟା ଚିନ୍ତା

ମେଟ୍ରୋ ଟିଭି ଓଡିଶା (୧୯.୫.୨୦୨୨ ) ମୌସୁମୀ ବର୍ଷା ପୁର୍ବରୁ ସହରରେ କୁତ୍ରିମ ବନ୍ୟା ଚିନ୍ତା । ଡ୍ରେନ୍ ମରାମତୀ ଓ ଜଳ ନିଷ୍କାସନ ପାଇଁ ଗୃହ ନଗର ଉନ୍ନୟନ ବିଭାଗର ନିଷ୍ପତି । ଆସନ୍ତା ବର୍ଷା ଋତୁରେ ସହରାଞ୍ଚଳରେ ଜଳନିଷ୍କାସନକୁ ନେଇ ଯେପରି କୌଣସି ସମସ୍ୟ ନଉପୁଜେ ସେ ପାଇଁ ଆକ୍ସନ

ସୃଷ୍ଟି ହେଲା ଲଘୁଚାପ: ୪୮ ଘଣ୍ଟାରେ ନେବ ଅବପାତର ରୂପ

ମେଟ୍ରୋ ଟିଭି ଓଡିଶା ( ୬.୫.୨୦୨୨ )  ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ୪୮ ଘଣ୍ଟା ଭିତରେ ଏହା ଅଧିକ ସକ୍ରିୟ ହୋଇ ଅବପାତର ରୂପ ନେବ । କ୍ରମେ ଉତ୍ତର ପଶ୍ଚିମକୁ ଗତି କରି

ପଶ୍ଚିମା ଝଡ ପ୍ରଭାବରେ ସାରା ରାଜ୍ୟରେ ବର୍ଷାର ସମ୍ଭାବନା

ମେଟ୍ରୋ ଟିଭି ଓଡିଶା,୪/୨ : ପଶ୍ଚିମାଝଡ ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡିଶାରେ ଘଡଘଡି ସହ କୁଆପଥର ବର୍ଷାବେହବାର ସମ୍ଭାବନା ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗ । ରାଜଧାନୀରେ ସକାଳେ କୋହଲା ପାଗ ସାଙ୍ଗକୁ ପବନ ମଧ୍ୟ ବହୁଛି । ବିଭିନ୍ନ ଜିଲ୍ଲାରେ ମଧ୍ୟ ବର୍ଷା ଆରମ୍ଭ ହେଲାଣି ।

ରାଜ୍ୟରେ ୨ଦିନ ପୁଣି ଜାରି ରହିବ ବର୍ଷା

ମେଟ୍ରୋ ଟିଭି ଓଡିଶା,୨/୨ : ରାଜ୍ୟରେ କମିଛି ଶୀତ। ପଶ୍ଚିମା ଝଡ଼ ପ୍ରଭାବରେ କାଲିଠୁ ପୁଣି ଭିଜିବ ଓଡ଼ିଶା। ୩ରୁ ୪ ତାରିଖ ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ମାଡ଼ ହୋଇପାରେ । ଏହି ପୂର୍ବାନୁମାନ