Browsing Tag

#RAIN

ପଶ୍ଚିମାଝଡ ପ୍ରଭାବରେ ଫେବ୍ରୁଆରୀରେ ପୁଣି ବର୍ଷା

ମେଟ୍ରୋ ଟିଭି ଓଡିଶା,୩୧/୧ : ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୩ ତାରିଖରୁ ଫେବ୍ରୁଆରୀରେ ବର୍ଷା ସମ୍ଭାବନା । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । । ୪ ଓ ୫ ତାରିଖରେ ବର୍ଷା ପରିମାଣ ବଢ଼ିବ । ସୋନପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା,

ପୁଣି ବର୍ଷାରେ ଭିଜିବ ଓଡିଶା

କମିବ ଶୀତ ମେଟ୍ରୋ ଟିଭି ଓଡିଶା,୨୨/୧ : ବର୍ଷାରେ ପୁଣି ଭିଜିବ ଓଡିଶା । ପୁଣି ବର୍ଷା ପ୍ରଭାବରେ ଓଡିଶାକୁ ଭିଜାଇବ ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସ । ଏହାର ପ୍ରଭାବରେ ଶନିବାର ପଶ୍ଚିମ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ୨୩ ତାରିଖ ପର୍ଯ୍ୟନ୍ତ

ଆଜି ୧୩ ଜିଲ୍ଲାରେ କୁଆପଥର ସାଙ୍ଗକୁ ବର୍ଷା ସମ୍ବାବନା

ମେଟ୍ରୋ ଟିଭି ଓଡିଶା,୧୨/୧: ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ମଙ୍ଗଳବାର ସନ୍ଧ୍ୟାରୁ ବର୍ଷା ଆରମ୍ଭ ହୋଇଛି। ଆଜି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ଗତକାଲି ବିଭିନ୍ନ ସ୍ଥାନରେ ଘଡଘଡି ସହ କୁଆପଥର