୨୦୦୦ ଟଙ୍କିଆ ବଦଳାଇବାର ଶେଷ ଦିନ ଆଜି
ନୂଆଦିଲ୍ଲୀ: ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇବା ଲାଗି ଆଜି ଶେଷ ଦିନ । ୨୦୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିମୁଦ୍ରୀକରଣ ଘୋଷଣା କରିବା ପରେ ବଜାରରେ ଦେଖାଦେଇଥିବା ନଗଦ ରାଶିର ଅଭାବ ପୂରଣ କରିବା ଲାଗି ୨୦୦୦ ଟଙ୍କିଆ ଆସିଥିଲା। ନୋଟ୍ଗୁଡ଼ିକୁ ବ୍ୟାଙ୍କରେ ବଦଳାଇବା ଓ ଜମା କରିବା…