ସମ୍ବଲପୁର ଜିଲ୍ଲାରେ ଆଉ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ
ସମ୍ବଲପୁର: ଜିଲ୍ଲାରେ ପୁଣି ହିଂସା ବନ୍ଦ ପାଇଁ ପ୍ରଶାସନ ପକ୍ଷରୁ ନିର୍ଦେଶ ଦିଆଯାଇଛି । ଭିଏଚପି ପକ୍ଷରୁ ବନ୍ଦ ଡାକରା ପରେ ଆଜି ପୁଣି ଥରେ ସମ୍ବଲପୁର ଜିଲ୍ଲାରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ ଘୋଷଣା କରାଯାଇଛି। ସାରା ଜିଲ୍ଲାରେ ୨୨ ତାରିଖ ସକାଳ ୧୦ଟା ଯାଏ ଇଣ୍ଟର୍ନେଟ୍…