ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି
ଦେଶ ପାଳୁଛି ଆଇରନ୍ ମ୍ୟାନ୍ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଦିନ । ଆଜିର ଦିନରେ ଅର୍ଥାତ୍ ୩୧ ଅକ୍ଟୋବରରେ ଭାରତରେ ଜାତୀୟ ଏକତା ଦିବସ ଭାବେ ପାଳନ କରାଯାଏ । ଏହି ଅବସରରେ ଲୌହମାନବନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେହିପରି ଗୁଜରାଟରେ ସ୍ୱତନ୍ତ୍ର…