ବଦଳିଲା ସ୍କୁଲ ୟୁନିଫର୍ମ
ବଦଳିଲା ସରକାରୀ ମାଧ୍ୟମିକ ବିଦ୍ୟାଳୟର ୟୁନିଫର୍ମ । ସବୁଜ ରଙ୍ଗ ବଦଳରେ ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ଛାତ୍ରଛାତ୍ରୀ।ବଦଳିଲା ନବମ ଏବଂ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ୟୁନିଫର୍ମ । ମୁଖ୍ୟମନ୍ତ୍ରୀ ଛାତ୍ର ଛାତ୍ରୀ ପରିଧାନ ଯୋଜନା ଅଧୀନରେ ଥିବା ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ…