Browsing Tag

#share market

ଚୀନ୍ ପାଇଁ ଖସୁଛି ସେୟାର ବଜାର

ଗୋଟିଏ ପଟେ ଇରାନ ଓ ଇସ୍ରାଏଲ୍‌ ମଧ୍ୟରେ ଯୁଦ୍ଧ ଭଳି ସ୍ଥିତି ନିବେଶକମାନଙ୍କ ଚିନ୍ତା ବଢ଼ାଇଥିବା ବେଳେ ଚୀନ୍‌ ସରକାର ଅର୍ଥନୈତିକ ପ୍ରୋତ୍ସାହନ ଘୋଷଣା କରିବା ପରେ ବିଦେଶୀ ନିବେଶକମାନେ ବିପୁଳ ପରିମାଣର ପାଣ୍ଠି ପ୍ରତ୍ୟାହାର କରୁଛନ୍ତି। ଏହି ଦୁଇ କାରଣ ଲାଗି ଦେଶର ଦୁଇ ଷ୍ଟକ୍ ବଜାର…

ଖସିଲା ଶେୟାର ବଜାର

ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୨୬୪ (୨୬୪.୨୭) ପଏଣ୍ଟ କମି ୮୫,୫୭୨ (୮୫,୫୭୧.୮୫) ଅଙ୍କରେ କାରବାର ବନ୍ଦ କରିଥିଲା।…

ସେୟାର ମାର୍କେଟ୍‌ରେ ହ୍ରାସ ପାଇଛି ୧୫୪୫ ପଏଣ୍ଟ ସେନ୍‌ସେକ୍ସ

ମେଟ୍ରୋ ଟିଭି ଓଡିଶା,୨୫/୧ : କରୋନା ଯୋଗୁ ସେୟାର ମାର୍କେଟ୍‌ର ସ୍ଥିତି ଖରାପ । ଏହି ସପ୍ତାହରେ ସବୁଠାରୁ ବଡ ହ୍ରାସ ଦେଖିବାକୁ ମିଳିଛି । ଉଭୟ ସେନ୍ସେକ୍ସ ଏବଂ ନିଫ୍ଟିରେ ପାଖାପାଖି ୨.୫ ପ୍ରତିଶତରୁ ଅଧିକ ହ୍ରାସ ଘଟିଛି । ସେନ୍ସେକ୍ସ ୧୫୪୫.୬୭ ଅଙ୍କ ଖସି ୫୭,୪୯୧.୫୧ରେ ବନ୍ଦ ରହିଛି ।