ଆଜିଠୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ
ଆଜିଠୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ଏନେଇ ଭିଡ଼ ଜମାଇଛନ୍ତି ପର୍ଯ୍ୟଟକ । ସ୍ଥାନୀୟ ଲୋକଙ୍କ ମଧ୍ୟରେ ମଧ୍ୟ ଖୁସି ଭରିଛି। ଆଜିଠୁ ପୁଣି ଖୋଲିବ ଶିମିଳିପାଳ ଅଭୟାରଣ୍ୟ। ଦୀର୍ଘ ମାସେ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା ଶିମିଳିପାଳ ଜାତୀୟ ଉଦ୍ୟାନ। ପୂର୍ବରୁ କିଛି ସମସ୍ୟା ନେଇ…