ନିରବି ଗଲେ ସୁର ସାମ୍ରାଜ୍ଞୀ
ମେଟ୍ରୋ ଟିଭି ଓଡିଶା,୬/୨ : ହିନ୍ଦୀ ସିନେମା ଏବଂ ମ୍ୟୁଜିକ ଜଗତକୁ ସ୍ତବ୍ଧ କରିବା ଭଳି ଖବର ଏବେ ସାମ୍ନାକୁ ଆସିଛି । ଯାହାକୁ ଶୁଣି ସମସ୍ତେ ହତବାକ ହେବା ସହ ଦୁଃଖିତ। ସ୍ୱର ସମ୍ରାଜ୍ଞୀ ଲତା ମଙ୍ଗେସଙ୍କର ଆଉ ନାହାନ୍ତି । ୯୨ ବର୍ଷ ବୟସରେ ଲତା ମଙ୍ଗେସକର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।!-->…