ଦ୍ବିତୀୟ ଟି-୨୦ ମ୍ୟାଚରେ ପରାସ୍ତ ହେଲା ଭାରତ
ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ବିତୀୟ ଟି-୨୦ ମ୍ୟାଚରେ ଭାରତ ୩ ୱିକଟରେ ପରାସ୍ତ ହୋଇଛି। ପ୍ରଥମେ ବ୍ୟାଟିଂ କରି ଟିମ ଇଣ୍ଡିଆ ୧୨୪ ରନ ସ୍କୋର କରିଥିଲା। ପ୍ରଥମ ମ୍ୟାଚରେ ଶତକ ହାସଲ କରିଥିବା ସଞ୍ଜୁ ସାମସନ ଏ ମ୍ୟାଚରେ ଖାତା ଖୋଲି ପାରିନଥିଲେ। ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ୩୯ ରନ…