ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି ଇଂଲଣ୍ଡର କିମ୍ବଦନ୍ତୀ ଅଲରାଉଣ୍ଡର ମୋଇନ୍ ଅଲି।
ଅନ୍ତର୍ଜାତୀୟ କ୍ରିକେଟରୁ ରବିବାର ସନ୍ନ୍ୟାସ ଘୋଷଣା କରିଛନ୍ତି ଇଂଲଣ୍ଡର କିମ୍ବଦନ୍ତୀ ଅଲରାଉଣ୍ଡର ମୋଇନ୍ ଅଲି। ଇଂଲଣ୍ଡ ପାଇଁ ଦୁଇ ଥର ବିଶ୍ଵକପ୍ ଜିତିଥିବା ମୋଇନ୍ ତାଙ୍କ ୧୦ ବର୍ଷର କ୍ୟାରିୟରରେ ଅନେକ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ହ୍ୱାଇଟ ବଲ୍ ସିରିଜ୍ ପାଇଁ…