ବାପା ହେଲେ କେ.ଏଲ୍ ରାହୁଲ
ଭାରତୀୟ କ୍ରିକେଟର କେଏଲ ରାହୁଲ ପିତା ହେବାର ସୌଭାଗ୍ୟଲାଭ କରିଛନ୍ତି। ତାଙ୍କ ପତ୍ନୀ ଆଥିୟା ସେଟ୍ଟୀ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ରାହୁଲ ଏବଂ ଆଥିୟା ଇନଷ୍ଟାଗ୍ରାମ ମାଧ୍ୟମରେ ପ୍ରଥମ ଥର ପାଇଁ ମାତାପିତା ହେବା ବିଷୟରେ ସୂଚନା ଦେଇଛନ୍ତି। ଏହି କାରଣରୁ ରାହୁଲ ଦିଲ୍ଲୀ…