Trending
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Tag
#sports
ଭୁବନେଶ୍ୱରରେ ଦୁଇ ଦେଶର ଖେଳାଳି
ଜୁନ ୧୨ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟସ୍ଥ ଦ୍ୱିତୀୟ ଟି-୨୦ ମ୍ୟାଚ। ଏଥିପାଇଁ ଆଜି ଭୁବନେଶ୍ୱରରେ ପହଞ୍ଚିସାରିଛନ୍ତି ଉଭୟ ଦଳର ଖେଳାଳି। ଭୁବନେଶ୍ୱର ମେ’ ଫେୟାର ହୋଟେଲରେ ଦୁଇ ଦେଶର ଖେଳାଳିଙ୍କର ରହିବାର ବ୍ୟବସ୍ଥା କରାଯାଇଛି। ଏଠାରେ!-->…
୧୨ ଜୁନରେ ବାରବାଟୀରେ ଟି-୨୦ ମ୍ୟାଚ୍ , ସୁରକ୍ଷା ବ୍ୟବସ୍ଥା ନେଇ ଚିନ୍ତାରେ ପୋଲିସ
୧୨ ଜୁନରେ ବାରବାଟୀରେ ଟି-୨୦ ମ୍ୟାଚ୍ , ସୁରକ୍ଷା ବ୍ୟବସ୍ଥା ନେଇ ଚିନ୍ତାରେ ପୋଲିସ
ବାରବାଟୀରେ ମ୍ୟାଚ୍ ବନ୍ଦ ପାଇଁ ହାଇକୋର୍ଟରେ ମାମଲା
ମେଟ୍ରୋ ଟିଭି ଓଡିଶା (୧.୬.୨୦୨୨)
ବାରବାଟୀ ଷ୍ଟାଡିୟମରେ ହବାକୁ ଥିବା ଟି-୨୦ ମ୍ୟାଚ୍ ବନ୍ଦ କରିବା ପାଇଁ ହାଇକୋର୍ଟରେ ଏକ ମାମଲା ଦାୟର ହୋଇଛି । ଢେଙ୍କାନାଳ ଜିଲ୍ଲା ଭୁବନର ଜନୈକ ବ୍ୟକ୍ତି ବାରବାଟୀ ଷ୍ଟାଡିୟମରେ ହେବାକୁଥିବା ଟି-୨୦ ମ୍ୟାଚ ବନ୍ଦ କରିବାକୁ ହାଇକୋର୍ଟରେ ଜନ ସ୍ୱାର୍ଥ!-->!-->!-->…
ଆଇପିଏଲ ଫାଇନାଲ ଦେଖିବାକୁ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଅମିତ ଶାହା
ମେଟ୍ରୋ ଟିଭି ଓଡିଶା (୨୯.୫.୨୦୨୨ )
ଆଇପିଏଲ୨୦୨୨ର ଫାଇନାଲ ରବିବାର ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯିବ । ଏହି ମୁକାବିଲକୁ ଦେଖିବା ଲାଗି ଲକ୍ଷାଧିକ ପ୍ରଶଂସକଙ୍କ ଭିଡ଼ ଷ୍ଟାଡିୟମରେ ଦେଖିବାକୁ ମିଳିବ। ଏହବାଦ୍!-->!-->!-->…
ଆଜି ରାଜସ୍ଥାନ-ଆର୍ସିବି ଲଢ଼େଇ
ମେଟ୍ରୋ ଟିଭି ଓଡିଶା (୨୭.୫.୨୦୨୨)
ରବିବାର ଚଳିତ ଆଇପିଏଲ୍ର ଫାଇନାଲରେ ଗୁଜରାଟ ଟାଇଟାନ୍ସର ମୁକାବିଲା କିଏ କରିବ; ତାହା ଶୁକ୍ରବାର ଜଣା ପଡ଼ିଯିବ। ସ୍ଥାନୀୟ ନରେନ୍ଦ୍ର ମୋଦୀ ଷ୍ଟାଡିୟମ୍ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ମଧ୍ୟରେ କ୍ବାଲିଫାୟର-୨ ଖେଳାଯିବ।!-->!-->!-->…