Browsing Tag

#sports

ଶୁବମନଙ୍କୁ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଚଳିତ ବର୍ଷ ଚାମ୍ପିୟନ୍ସ ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରିଥିବା ଭାରତୀୟ ଦଳର ଷ୍ଟାର ଓପ୍‌ନର ଶୁବମନ ଗିଲ୍‌ଙ୍କୁ ବୁଧବାର ଫେବୃଆରୀ ମାସ ପାଇଁ ଆଇସିସି ମେନ୍ସ ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ କରାଯାଇଛି। ଅଷ୍ଟ୍ରେଲିଆର ଷ୍ଟିଭ୍‌ ସ୍ମିଥ୍‌ ଓ ନ୍ୟୁଜିଲାଣ୍ଡର ଗ୍ଲେନ୍‌ ଫିଲିପ୍ସଙ୍କୁ ପଛରେ…

ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା, ପ୍ରଶ୍ନକାଳକୁ ବୟକଟ୍ କଲେ ଗଣମାଧ୍ୟମ ପ୍ରତିନିଧି

ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା । ବିଧାନସଭା ପ୍ରଶ୍ନକାଳରେ ଯେତେବେଳେ ମନ୍ତ୍ରୀମାନେ ବିଧାୟକମାନଙ୍କର ପ୍ରଶ୍ନର ଉତ୍ତର ରଖୁଛନ୍ତି, ସେହି ସମୟରେ ସାମ୍ବାଦିକଙ୍କ ଉପରେ ଲାଗିଛି କଟକଣା । ଗତକାଲିର ଘଟଣା ପରେ, ବୁଧବାର ସାମ୍ବାଦିକମାନେ ଯେତେବେଳେ ବିଧାନସଭା ପ୍ରଶ୍ନକାଳକୁ ପ୍ରସାରଣ…

ମା’ ହେବେ ଭାରତୀୟ କୁସ୍ତି ଯୋଦ୍ଧା ଭିନେଶ ଫୋଗଟ

ଭାରତୀୟ କୁସ୍ତି ଯୋଦ୍ଧା ଭିନେଶ ଫୋଗଟ ଗୁରୁବାର ସ୍ୱାମୀ ସୋମବୀର ରାଠିଙ୍କ ସହ ଖୁବଶୀଘ୍ର ଦୁହେଁ ପ୍ୟାରେଣ୍ଟସ ହେବାକୁ ଯାଉଛନ୍ତି ବୋଲି ଘୋଷଣା କରିଛନ୍ତି। ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ପରେ କୁସ୍ତିରୁ ଅବସର ନେଇଥିବା ଭିନେଶ ତାଙ୍କ ଅଫିସିଆଲ୍ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏହି ଘୋଷଣା…

ଜେଲରୁ ବାହାରିଲେ କୁସ୍ତିଯୋଦ୍ଧା ସୁଶୀଲ ଧନଖର

ଅଲିମ୍ପିଆନ କୁସ୍ତିଯୋଦ୍ଧା ସୁଶୀଲ ଧନଖର ଏବେ ତିହାର ଜେଲରୁ ମୁକ୍ତ ହୋଇଛନ୍ତି। ଜୁନିଅର ରେସଲର ସାଗର ଧନଖର ହତ୍ୟା ମାମଲାରେ ଦିଲ୍ଲୀ ହାଇକୋର୍ଟ ସୁଶୀଲ କୁମାରଙ୍କୁ ନିୟମିତ ଜାମିନ ପ୍ରଦାନ କରିଥିଲେ। ଏହାର ଦୁଇ ଦିନ ପରେ, ସେ ଜେଲରୁ ବାହାରିଛନ୍ତି। ଜଷ୍ଟିସ ସଞ୍ଜୀବ ନରୁଲା କୁସ୍ତିଯୋଦ୍ଧା…

ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି ନ୍ୟୁଜିଲାଣ୍ଡ

ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲ ମ୍ୟାଚରେ ନ୍ୟୁଜିଲାଣ୍ଡ ଚମତ୍କାର ପ୍ରଦର୍ଶନ କରିଛି। ନ୍ୟୁଜିଲାଣ୍ଡ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୫୦ ଓଭରରେ ୩୬୨ ରନ କରିଛି, ଯାହାକି ଏକ ବଡ଼ ରେକର୍ଡ। ଦଳ ପକ୍ଷରୁ ୨ ଜଣ ବ୍ୟାଟ୍ସମ୍ୟାନ ଶତକ ହାସଲ କରିଥିଲେ। ରାଚିନ ରବିନ୍ଦ୍ର ୧୦୮ ରନ୍‌ ଏବଂ କେନ ୱିଲିୟମସନ…

ଦିନିକିଆକୁ ବାଏ ବାଏ କଲେ ଷ୍ଟିଭ୍‌ ସ୍ମିଥ୍

ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ୍‌ରେ ଅଷ୍ଟ୍ରେଲିଆ ହାରିବା ପରେ ଦଳକୁ ଲାଗିଛି ଝଟ୍‌କା । ଭାରତ ଠାରୁ ୪ ୱିକେଟ୍‌ରେ ହାରିବା ପରେ ଦିନିକିଆ କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ ସ୍ମିଥ୍ । ଏନେଇ ବୁଧବାର ସୂଚନା ଦେଇଛି ଅଷ୍ଟ୍ରେଲିଆ କ୍ରିକେଟ୍ ବୋର୍ଡ ।…

ଭାରତକୁ ୨୬୫ ରନ୍‌ର ଟାର୍ଗେଟ ଦେଇଛି ଅଷ୍ଟ୍ରେଲିଆ

ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ସେମିଫାଇନାଲ ମଙ୍ଗଳବାର ଖେଳାଯାଉଛି। ଏଥିରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଅଷ୍ଟ୍ରେଲିଆ ଭାରତକୁ ୨୬୫ ରନ୍‌ର ଟାର୍ଗେଟ ଦେଇଛି। ଦଳ ପକ୍ଷରୁ ଷ୍ଟିଭ୍‌ ସ୍ମିଥ୍‌ ସର୍ବାଧିକ ୭୩ ରନ୍‌ କରିଛନ୍ତି। ସେହିଭଳି ବୋଲିଂରେ ଟିମ୍‌ ଇଣ୍ଡିଆର ବରୁଣ…

କେନ୍ ୱିଲିୟମସନଙ୍କୁ ଆଉଟ୍ କରିବା ପରେ ଅକ୍ଷରଙ୍କ ପାଦ ଛୁଇଁଲେ ବିରାଟ

ରବିବାର ଦିନ ଭାରତ ନ୍ୟୁଜିଲାଣ୍ଡକୁ ୪୪ ରନରେ ହରାଇଛି | ହେଲେ ଏହି ମ୍ୟାଚ ବେଳେ ବିରାଟ କୋହଲି ଏବଂ ଅକ୍ଷର ପଟେଲଙ୍କ ଏକ ମଜାଦାର ଭିଡିଓ ସୋସିଆଲ ମିଡିଆରେ ଭାଇରଲ ହେଉଛି । ଯାହାକୁ ନେଇ ଏବେ ଜୋରଦାର ଚର୍ଚ୍ଚା ଚାଲିଛି । ମ୍ୟାଚ୍ ସମୟରେ ନ୍ୟୁଜିଲାଣ୍ଡ ଟିମ୍ ୨୫୦ ରନର ଟାର୍ଗେଟ ପିଛା କରୁଥିଲେ…

ଚାମ୍ପିଅନ୍ସ ଟ୍ରଫିରେ ହ୍ୟାଟ୍ରିକ୍ ବିଜୟ ହାସଲ କରିଛି ଭାରତ

ନ୍ୟୁଜିଲାଣ୍ଡ ବିପକ୍ଷ ଗ୍ରୁପ୍ ପର୍ଯ୍ୟାୟର ଶେଷ ମ୍ୟାଚ୍‌କୁ ଭାରତ ୪୪ ରନ୍‌ରେ ଜିତି ନେଇଛି । ଏଥିସହ ଚାମ୍ପିଅନ୍ସ ଟ୍ରଫିରେ ହ୍ୟାଟ୍ରିକ୍ ବିଜୟ ହାସଲ କରିଛି ଭାରତ । ପୂର୍ବରୁ ଚାମ୍ପିଅନ୍ସ ଟ୍ରଫିରେ ଭାରତ ୨ଟି ମ୍ୟାଚ୍ ଜିତି ସେମି ଫାଇନାଲ୍‌କୁ ଯାଇଥିଲା । ଆସନ୍ତା ୪ ତାରିଖରେ ପ୍ରଥମ ସେମି…

ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆ vs ଇଣ୍ଡିଆ ହୋଇପାରେ

ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌ ରବିବାର ଭାରତ-ନ୍ୟୁଜିଲାଣ୍ଡୁ ମୁକାବିଲା ସହ ସମାପ୍ତ ହେବ। ଏହାପରେ ମାର୍ଚ୍ଚ ୪ରେ ପ୍ରଥମ ଏବଂ ମାର୍ଚ୍ଚ ୫ରେ ଦ୍ୱିତୀୟ ସେମିଫାଇନାଲ ଖେଳାଯିବ। ହେଲେ ଏଯାବତ ସେମିଫାଇନାଲକୁ କେବଳ ୩ ଦଳ ଯାଇଛନ୍ତି। ଏଥିରେ ଭାରତ, ନ୍ୟୁଜିଲାଣ୍ଡ ଏବଂ…