ଜାତୀୟ ଜରୁରୀ ପରିସ୍ଥିତି ଘୋଷଣା କଲା ଶ୍ରୀଲଙ୍କା
ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷେ ଦେଶଛାଡ଼ି ମାଳଦ୍ବୀପକୁ ଖସି ପଳାଇଛନ୍ତି ବୋଲି ଖବର ପ୍ରଘଟ ହେବା ପରେ ତୁରନ୍ତ ସେ ଇସ୍ତଫା ଦିଅନ୍ତୁ ବୋଲି ଦାବି କରି ଅସଂଖ୍ୟ ପ୍ରତିବାଦକାରh ଶ୍ରୀଲଙ୍କାର ରାଜଧାନୀ କଲମ୍ବୋର ରାସ୍ତାଘାଟରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।ରାଷ୍ଟ୍ରପତି ଦେଶ ଛଡ଼ି ପଳାଇବା!-->…