Browsing Tag

subhadrayojana

ଆଜି ହିତାଧିକାରୀଙ୍କ ଖାତାକୁ ଯିବ ସୁଭଦ୍ରାର ଦ୍ୱିତୀୟ କିସ୍ତି

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶନିବାର ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା। ପାଞ୍ଚଟି ପର୍ଯ୍ୟାୟରେ ମୋଟ ୧କୋଟି ୬୪ ହଜାର ମହିଳା ପ୍ରଥମ କିସ୍ତି ପାଇଥିବାବେଳେ ଶନିବାର ଗୋଟିଏ ଦିନରେ ସମସ୍ତ ହିତାଧିକାରୀଙ୍କ ଖାତାକୁ ଦ୍ୱିତୀୟ କିସ୍ତି ଟଙ୍କା…

ଭୁଲ୍‌ରେ ସୁଭଦ୍ରା ଯୋଜନରୁ ବାଦ୍‌ ପଡ଼ିଥିବା ୮ ହଜାର ମହିଳା ପୁଣି ହେଲେ ସାମିଲ

ଭୁଲରେ ବାଦ୍‌ ପଡ଼ିଥିବା ମହିଳାମାନେ ‘ସୁଭଦ୍ରା’ ଯୋଜନା ସହିତ ପୁଣି ଯୋଡ଼ି ହୋଇପାରିବେ। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା ସୁବିଧା ଉପଲବ୍ଧ କରାଯାଇଛି। ଏହାଦ୍ୱାରା ଯେଉଁମାନେ ଭୁଲରେ ନାମ…

ସୁଭଦ୍ରା ଯୋଜନାରେ ବାଦ୍‌ ପଡ଼ିଥିବା ୨୫% ମହିଳାଙ୍କୁ ଆଜି ମିଳିବ ଟଙ୍କା

ସୁଭଦ୍ରା ଯୋଜନାରେ ବାଦ୍‌ ପଡ଼ିଥିବା ୨୫% ମହିଳାଙ୍କୁ ରବିବାର ଟଙ୍କା ମିଳିବ। ନଭେମ୍ବର ୨୪ରେ ‘ସୁଭଦ୍ରା’ର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଭିନ୍ନ କାରଣରୁ ‘ସୁଭଦ୍ରା’ରୁ ବାଦ୍‌ ପଡ଼ିଥିବା ୨…

୨୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା

‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଆଗାମୀ ଡିସେମ୍ବର ସୁଦ୍ଧା କୋଟିଏ ୨ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି ଟଙ୍କା। ଏଣେ  ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ତିନିଜଣିଆ କମିଟି ଗଠିତ ହୋଇଛି। ଏହି କମିଟି ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ନୂଆ…

କେବେ ମିଳିବ ତୃତୀୟ ପର୍ଯ୍ୟାୟର ସୁଭଦ୍ରା ପ୍ରଥମ କିସ୍ତି ଟଙ୍କା ?

‘ସୁଭଦ୍ରା' ଯୋଜନା ନେଇ ପୁଣି ଏକ ଅପଡେଟ ଖବର ଆସିଛି । ଯେଉଁମାନେ ଏହି ଯୋଜନାର ଲାଭ ପାଇନାହାଁନ୍ତି । ସେମାନେ ଖୁବ ଶୀଘ୍ର ପାଇବେ ବୋଲି ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବ୍ ଶୀଘ୍ର ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଟଙ୍କା…