କେନ୍ଦ୍ର କୁ ପ୍ରଶଂସା କଲେ ସୁପ୍ରିମକୋର୍ଟ
ମେଟ୍ରୋ ଟିଭି ଓଡିଶା (୫.୩ .୨୦୨୨) :
ରୁଷ -ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ଜାରିରହିଛି | ୟୁକ୍ରେନରେ ଥିବା ଭାରତୀୟଙ୍କୁ ଉଦ୍ଧାର କରିବାରେ କେନ୍ଦ୍ର ସରକାର ଯେଉଁଭଳି ବଳିଷ୍ଠ ପଦକ୍ଷେପ ଗ୍ରହଣ କରିଛନ୍ତି ସେଥିପାଇଁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଶଂସା କରିଛନ୍ତି। ଏଯାବତ…