ଆଜି ସୁପ୍ରିମକୋର୍ଟର ନୂତନ ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା ଶପଥ ନେବେ
ଆଜି ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ଜଷ୍ଟିସ ସଞ୍ଜୀବ ଖାନ୍ନା। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ତାଙ୍କ କାର୍ଯ୍ୟକାଳ ଛଅ ମାସ ରହିବ। ଜଷ୍ଟିସ ଖାନ୍ନାଙ୍କ କାର୍ଯ୍ୟକାଳ ଆସନ୍ତା ବର୍ଷ ମେ ୧୩ରେ ଶେଷ ହେବ । ଗତ 8 ତାରିଖରେ ସିଜେଆଇ ଡିୱାଇ…