Browsing Tag

tarini-temple-to-get-a-new-look

ନୂଆ ରୂପ ନେବ ତାରିଣୀ ମନ୍ଦିର

ମା’ ତାରିଣୀ ମନ୍ଦିରର ବିକାଶ ସହ ଚାରିପାର୍ଶ୍ୱର ସୌନ୍ଦର୍ଯ୍ୟୀକରଣ ହେବ। ଏଥିପାଇଁ ୨୧୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବ୍ୟତୀତ ବଡବିଲ୍ ପାଇଁ ଏକ ରିଙ୍ଗ୍ ରୋଡ୍ ନିର୍ମାଣ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପୂର୍ତ୍ତ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମୀକ୍ଷା କରିବା…