କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମିଳିବ ନିଯୁକ୍ତି
ରାଜ୍ୟରେ ହଜାରେ କି ଦୁଇ ହଜାର ନୁହେଁ ଏକାକାଳୀନ ନିଯୁକ୍ତ ପାଇବେ ୧୬ ହଜାର କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ। ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୬ ହଜାର ୯ ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ(ସ୍କେମାଟିକ୍)ଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା…