Browsing Tag

TMC

ପଶ୍ଚିମବଙ୍ଗରେ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (ଟିଏମସି) ଆଜି ବିଧାନସଭା ଉପ-ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୬ ଜଣଙ୍କ ନାମ ଘୋଷଣା କରାଯାଇଛି। ଉପ-ନିର୍ବାଚନ ପାଇଁ ସୀତାଇରୁ ସଂଗୀତା ରୟଙ୍କୁ ଟିଏମସି ଟିକେଟ୍…

ମମତା ବାନାର୍ଜୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ ୨୩ ବର୍ଷୀୟ ଛାତ୍ରୀ ଗିରଫ

କୋଲକାତା : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ ଏକ ସୋସିଆଲ୍‌ ମିଡିଆ ପୋଷ୍ଟ କରିବା ସହ କୋଲକାତା ଡାକ୍ତରଖାନାରେ ଦୁଷ୍କର୍ମ ଓ ହତ୍ୟାର ଶିକାର ହୋଇଥିବା ଟ୍ରେନି ଡାକ୍ତରଙ୍କ ପରିଚୟ ପ୍ରକାଶ କରିଥିବା ଅଭିଯୋଗରେ ଜଣେ ୨୩ ବର୍ଷୀୟ କୀର୍ତ୍ତି…

ପୀଡ଼ିତାଙ୍କ ଘରେ ପହଞ୍ଚି ବିବୃତି ରେକର୍ଡ କଲା ସିବିଆଇ ଟିମ୍‌

କୋଲକାତା ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ହୋଇଥିବା ଭଙ୍ଗାରୁଜା ଘଟଣାରେ ଏବେ ସୁଦ୍ଧା ସମୁଦାୟ ୩୭ ଜଣଙ୍କୁ ଗିରଫ କରାଯାଇ ସାରିଲାଣି କୋଲକାତା ପୁଲିସ | ଅଗଷ୍ଟ ୧୪ ତାରିଖ ରାତିରେ ଘଟିଥିବା ଭଙ୍ଗାରୁଜା ଘଟଣାର ଯାଞ୍ଚ ପାଇଁ କୋଲକାତା ପୁଲିସ ଏକ ୧୫ ଜଣିଆ ଟିମ (ଏସଆଇଟି) ଗଠନ କରିଛି।…

ଦ୍ରୈାପଦୀଙ୍କ ପାଇଁ ଲକ୍ଷ୍ମଣ ରେଖା ଲଙ୍ଘିଲେ ବିରୋଧୀ: ବଢ଼ିଲା କ୍ରସଭୋଟିଂ

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ବିରୋଧୀ ଯେଉଁ ବାହାସ୍ଫୋଟ ମାରୁଥିଲେ ତାହା ଫିକା ପଡିଛି । ନରେନ୍ଦ୍ର ମୋଦିଙ୍କ ମାଷ୍ଟର ଷ୍ଟ୍ରୋକ୍ ଆଗରେ ବିରୋଧୀଙ୍କ ରଣକୈାଶଳ ଫେଲ ମାରିଛି । ଦ୍ରୈାପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ବିରୋଧୀ ଦଳଗୁଡ଼ିକ ଦୋଛକିରେ ପଡିଥିଲେ । ଦଳର