ଏସି ଟ୍ରେନ୍ ଭଡ଼ାରେ ରିହାତି ଯୋଜନା ଘୋଷଣା କଲା ରେଳ ମନ୍ତ୍ରଣାଳୟ
ଟ୍ରେନରେ ବସିବା ପାଇଁ ରହିଥିବା ସୁବିଧାର ସର୍ବୋତ୍ତମ ଉପଯୋଗକୁ ଦୃଷ୍ଟିରେ ରଖି, ସବୁ ଏସି ସିଟ୍ ଥିବା ଟ୍ରେନରେ ରିହାତି ଭଡ଼ା ଯୋଜନା କାର୍ଯ୍ୟକାରୀ କରିବା ଲାଗି ଜୋନ୍ ସ୍ତରୀୟ ରେଳବାଇକୁ କ୍ଷମତା ଦେବା ନିମନ୍ତେ ରେଳ ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି । ଭିଷ୍ଟାଡୋମ୍ କୋଚ୍ ସମେତ ଏସି…