ଇଡକୋ ଜୁନିୟର ମ୍ୟାନେଜରଙ୍କ ଘର ସମେତ ୬ଟି ଜାଗାରେ ଭିଜିଲାନ୍ସର ଚଢାଉ
ଭିଜିଲାନ୍ସ ଜାଲରେ ପଡିଲେ ଇଡକୋ ଜୁନିୟର ମ୍ୟାନେଜର। ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମୁଦାୟ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ୱରର ରାଜାରାଣୀ ଅଞ୍ଚଳରେ ଥିବା ଘର, ସାମନ୍ତରାପୁରରେ…