Browsing Tag

#weatherodisha

ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା

ଭୁବନେଶ୍ବର: ଲଘୁଚାପ  ପ୍ରଭାବରେ  ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି । ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ସତର୍କତା ଜାରି ହୋଇଛି । ମୈାସୁମୀ ପ୍ରଭାବରେ କାଲିଠୁ…

ପଶ୍ଚିମା ଝଡ ପ୍ରଭାବରେ ସାରା ରାଜ୍ୟରେ ବର୍ଷାର ସମ୍ଭାବନା

ମେଟ୍ରୋ ଟିଭି ଓଡିଶା,୪/୨ : ପଶ୍ଚିମାଝଡ ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡିଶାରେ ଘଡଘଡି ସହ କୁଆପଥର ବର୍ଷାବେହବାର ସମ୍ଭାବନା ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗ । ରାଜଧାନୀରେ ସକାଳେ କୋହଲା ପାଗ ସାଙ୍ଗକୁ ପବନ ମଧ୍ୟ ବହୁଛି । ବିଭିନ୍ନ ଜିଲ୍ଲାରେ ମଧ୍ୟ ବର୍ଷା ଆରମ୍ଭ ହେଲାଣି ।

ପଶ୍ଚିମାଝଡ ପ୍ରଭାବରେ ଫେବ୍ରୁଆରୀରେ ପୁଣି ବର୍ଷା

ମେଟ୍ରୋ ଟିଭି ଓଡିଶା,୩୧/୧ : ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୩ ତାରିଖରୁ ଫେବ୍ରୁଆରୀରେ ବର୍ଷା ସମ୍ଭାବନା । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । । ୪ ଓ ୫ ତାରିଖରେ ବର୍ଷା ପରିମାଣ ବଢ଼ିବ । ସୋନପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା,