Browsing Tag

Womens Reservation Bill

ମହିଳା ବିଲକୁ ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ : ମହିଳା ସଂରକ୍ଷଣ ବିଲକୁ ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ । ବହୁଦିନ ପରେ  ନାରୀ ଶକ୍ତି ବନ୍ଦନ ଅଧିନିୟମରେ ବାଜିଲା ରାଷ୍ଟ୍ରପତିଙ୍କ ମୋହର । ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଆଇନରେ ପରିଣତ ହେଲା ‘ମହିଳା ସଂରକ୍ଷଣ ବିଲ୍’ । ମହିଳା ସଂରକ୍ଷଣ ଆଇନ ଅନୁସାରେ  ବିଧାନସଭା ଓ…