Browsing Tag

world-diabetes-day

ଆଜି ବିଶ୍ବ ମଧୁମେହ ଦିବସ

ଭୁବନେଶ୍ବର: ଆଜି ବିଶ୍ବ ମଧୁମେହ ଦିବସ । ବିଶ୍ବର ପ୍ରାୟ ୪୦ କୋଟି ଲୋକ ମଧୁମେହରେ ପୀଡିତ ଥିବାବେଳେ ଏହି ଦିବସ ସଚେତନତା ଲାଗି ବାର୍ତ୍ତା ଦେଇଛି । ଉଚ୍ଚ ରକ୍ତ ଶର୍କରା କାରଣରୁ ଏହାର ପ୍ରଭାବ ଶରୀର ଉପରେ ପଡିଥାଏ । ସଚେତନ ନହେଲେ ଦୃଷ୍ଟିହୀନତା, ଅଙ୍ଗଛେଦନ, ହୃଦଘାତ, କିଡନୀ ରୋଗ ଆଦିର…