କୁଏତ୍ରେ ଓଡ଼ିଶାର ଗୁଣଗାନ କଲେ ମୋଦି
କୁଏତ୍ ହାଲା ମୋଦି କାର୍ଯ୍ୟକ୍ରମରେ ଓଡିଶା କଥା ଉଲ୍ଲେଖ କରିଛନ୍ତି ମୋଦୀ ।ଭୁବନେଶ୍ବରରେ ଆୟୋଜିତ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ସାମିଲ ହେବାକୁ ପ୍ରବାସୀ ଭାରତୀୟଙ୍କୁ ଆମନ୍ତ୍ରଣ କରିଛନ୍ତି। ହାଲା ମୋଦି କାର୍ଯ୍ୟକ୍ରମରେ ହଜାର ହଜାର ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି…