Browsing Tag

#world

ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ବନ୍ଧୁ ସମ୍ବୋଧନ କରି ଟ୍ରମ୍ପଙ୍କୁ ଏକ୍ସରେ ଶୁଭେଚ୍ଛା ଜଣାଇଲେ ମୋଦି । ସେ ଲେଖିଛନ୍ତି, 'ଆଗାମୀ ଦିନରେ ଭାରତ-ଆମେରିକା ସଂପର୍କ ଆହୁରି ସୁଦୃଢ଼ ହେବ' । ବିଶ୍ବରେ ଶାନ୍ତି ଓ ସ୍ଥିରତା ବଜାୟ ରଖିବାକୁ ମିଶି କାମ କରିବା ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଆମେରିକାର…

ନ୍ୟୁୟର୍କର ଜାତିସଂଘ ମହାସଭାରେ ଓଡିଶାର ସଂସ୍କୃତିକୁ ଉପସ୍ଥାପନ କଲେ ସମ୍ବିତ ପାତ୍ର

ନ୍ୟୁୟର୍କକୁ ଭାରତୀୟ ସଂସଦୀୟ ପ୍ରତିନିଧି ଦଳର ସଦସ୍ୟ ତଥା ପୁରୀ ସାଂସଦ ଡ. ସମ୍ବିତ ପାତ୍ର ନ୍ୟୁୟର୍କର ଜାତିସଂଘ ମହାସଭାରେ ଭାରତର ପ୍ରତିନିଧିତ୍ୱ କରି ଏକ ଗୁରୁତ୍ୱପୂର୍ଣ୍ଣ ଅଭିଭାଷଣ ପ୍ରଦାନ କରିଛନ୍ତି। ମାନବାଧିକାର ପରିଷଦର ହାଇକମିଶନରଙ୍କ ରିପୋର୍ଟ ଉପରେ 'ଜାତୀୟ ବକ୍ତବ୍ୟ'…

ଆମେରିକା ରାଷ୍ଟ୍ରପତି ନିର୍ବାଚନ:ଟ୍ରମ୍ପ ଆଗରେ

ୱାସିଂଟନ: ଆମେରିକା ନିର୍ବାଚନରେ ଟ୍ରମ୍ପ ଆଗରେ । ଭୋଟ ଗଣତି ଚାଲିଛି ।  ଡେମୋକ୍ରାଟିକ୍ ପ୍ରାର୍ଥୀ କମଳା ‌ହାରିସ୍ ଏବଂ ତାଙ୍କ ରିପବ୍ଲିକାନ୍ ପ୍ରତିଦ୍ୱନ୍ଦ୍ୱୀ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ତୀବ୍ର ପ୍ରତିଦ୍ବନ୍ଦ୍ବିତା ଦେଖିବାକୁ ମିଳିଛି।  ରାଷ୍ଟ୍ରପତି ନିର୍ବାଚନର ଭାଗ୍ୟ ନିର୍ଦ୍ଧାରଣ…

୨୦୩୬ ଅଲିମ୍ପିକ୍ସ ଆୟୋଜନ କରିବ ଭାରତ

ଅଲିମ୍ପିକ୍ସ ୨୦୨୪ ପ୍ୟାରିସରେ ଖେଳାଯାଇଥିଲା । ଏହା ପରେ ୨୦୨୮ର ଅଲିମ୍ପିକ୍ସ ଯୁକ୍ତରାଷ୍ଟ୍ରର ଲସ ଆଞ୍ଜେଲସରେ ଖେଳାଯିବ । ଏହା ପରେ ୨୦୩୨ ଆୟୋଜନ ପାଇଁ ଦେଶ ଏବଂ ସହର ମଧ୍ୟ ଚୟନ କରାସରିଛି। କିନ୍ତୁ ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ ଯେ ୨୦୩୬ରେ ଅଲିମ୍ପିକ କେଉଁଠାରେ ଅନୁଷ୍ଠିତ ହେବ।…

ଆଜି ବିଶ୍ଵ ସୁନାମି ସଚେତନତା ଦିବସ

 ପ୍ରତିବର୍ଷ ନଭେମ୍ବର ୫ରେ ବିଶ୍ୱ ସୁନାମି ସଚେତନତା ଦିବସ ପାଳନ କରାଯାଏ। ସୁନାମି ବିଷୟରେ ସଚେତନତା ବୃଦ୍ଧି କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଏହି ଦିବସରେ ସୁନାମିର ପ୍ରକୋପରୁ କିପରି ଲୋକଙ୍କ ଜୀବନ ରକ୍ଷା କରାଯାଇପାରିବ ସେ ବିଷୟରେ କୁହାଯାଇଥାଏ। ମିଳିତ ଜାତିସଂଘର ସାଧାରଣ ସଭାର ୨୨…

ଏୟାରଷ୍ଟ୍ରାଇକ୍‌ରେ ହେଜ୍‌ବୋଲ୍ଲାର ମୋଷ୍ଟୱାନନ୍ଟେଡ କମାଣ୍ଡର ଅବୁ ଅଳି ରିଡା ନିହତ

ଇସ୍ରାଏଲୀ ସେନାର ଏୟାରଷ୍ଟ୍ରାଇକ୍‌ରେ ହେଜ୍‌ବୋଲ୍ଲାର ଶୀର୍ଷ କମାଣ୍ଡର ଅବୁ ଅଲି ରିଡା ନିହତ ହୋଇଥିବା ଜେରୁଜେଲମ୍‌ କହିଛି। ଦକ୍ଷିଣ ଲେବାନନ୍‌ରେ ଇସ୍ରାଏଲୀ ସେନା ବିରୋଧରେ ରକେଟ ଏବଂ ଟ୍ୟାଙ୍କ୍‌ ବିଧ୍ୱଂସୀ ମିଶାଇଲ ଆକ୍ରମଣ ଯୋଜନା ରିଡା କରିଥିଲେ। ଏୟାରଷ୍ଟ୍ରାଇକ୍‌ରେ ତାଙ୍କର ମୃତ୍ୟୁ…

କାନାଡାରେ ହିନ୍ଦୁ ମନ୍ଦିର ଭାଙ୍ଗିବା ସହ ହିନ୍ଦୁମାନଙ୍କ ଉପରକୁ ଆକ୍ରମଣ

କାନାଡାରେ ହିନ୍ଦୁ ମନ୍ଦିରକୁ ଟାର୍ଗେଟ୍ । ଖଲିସ୍ତାନୀମାନେ ବ୍ରମ୍ପଟନରେ ହିନ୍ଦୁସଭା ମନ୍ଦିରକୁ ଆକ୍ରମଣ କରିବା ସହ କିଛି କର୍ମକର୍ତ୍ତାଙ୍କୁ ଠେଲାପେଲା କରି ମାଡ ମାରିଛନ୍ତି।  ଏହାକୁ ନେଇ କାନାଡା ସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ ନିନ୍ଦା କରାଯିବା ସହ କଡା ପ୍ରତିକ୍ରିୟା ପ୍ରକାଶ ପାଇଛି ।…

ଭାରତ-ଚୀନ ସେନା ପାଟ୍ରୋଲିଂ ଆରମ୍ଭ

ଡେପ୍‌ସାଙ୍ଗ ଓ ଡେମ୍‌ଚୋକ୍‌ରେ ଭାରତ-ଚୀନ ସେନା ପାଟ୍ରୋଲିଂ ଆରମ୍ଭ । LAC ବୁଝାମଣା ଅନୁସାରେ ଶେଷ ହୋଇଥିଲା ସେନା ପ୍ରତ୍ୟାହାର । ଡେପସାଙ୍ଗ ଓ ଡେମଚୋକରେ 4 ବର୍ଷ ପୂର୍ବରୁ ଯେପରି ପାଟ୍ରୋଲିଂ ହେଉଥିଲା, ସେହି ଧାରା ପୁନଃ ଆରମ୍ଭ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଚୀନ୍‌…

ଇସ୍ରାଏଲର ତୁହାକୁତୁହା ବୋମାବର୍ଷା

ଉତ୍ତର ଗାଜାରେ ବେତ୍‌ ଲାହିୟା ଅଞ୍ଚଳରେ ଇସ୍ରାଏଲ ସେନା ମଙ୍ଗଳବାର ଘନ ଘନ ଆକ୍ରମଣ କରିଛି। ଏଠାକାର ଏକ ପାଞ୍ଚ ମହଲା ବିଶିଷ୍ଟ କୋଠାକୁ ବୋମା ମାଡ଼ କରି ଧ୍ବସ୍ତ କରି ଦିଆଯାଇଥିଲା ବେଳେ ଏହି ଘଟଣାରେ ୨୪ ଶିଶୁଙ୍କ ସମେତ ୧୦୯ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଇଛି। ଏହାବ୍ୟତୀତ ଏହି ଘଟଣାରେ…