୪ ମାସ ହେବ କ୍ରିକେଟର୍ଙ୍କୁ ମିଳିନି ଦରମା
ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ରେ ବିବାଦ ଶେଷ ହେବାର ନାଁ ଧରୁନି। ପାକିସ୍ତାନର ଅନେକ ତାରକା ଖେଳାଳିଙ୍କୁ ଗତ ଚାରିମାସ ଧରି ଦରମା ଦିଆଯାଇ ନାହିଁ। ଏହି ଆର୍ଥିକ ସଙ୍କଟ ଏପରି ଏକ ସମୟରେ ଆସିଛି ଯେତେବେଳେ ପାକିସ୍ତାନ ଦଳରେ ସବୁକିଛି ଠିକ ଚାଲିନାହିଁ। ଗତ ଏକ ବର୍ଷ ଧରି ଆଇସିସି…