Browsing Tag

#world

ପାକିସ୍ତାନରେ ବଦଳିପାରେ ସରକାର

ପାକିସ୍ତାନରେ ବଦଳିପାରେ ସରକାର । ଗୋଟେ ପଟେ ଇମ୍ରାନଙ୍କ ଦଳ ଆନ୍ଦୋଳନ କରୁଛି । ଅନ୍ୟପଟେ ସର୍ବୋଚ୍ଚ ନ୍ୟାୟାଳୟ ଶେହବାଜ ସରିଫ ସରକାର ଓ ନିର୍ବାଚନ ଆୟୋଗଙ୍କ ‘ଜାଲିଆତି’ ବିରୋଧରେ  ରାୟ ଦେଇଛନ୍ତି। ଫେବ୍ରୁଆରି ୮ ନିର୍ବାଚନ ନେଇ ସୁପ୍ରିମ୍‌କୋର୍ଟ ଖପା ହୋଇଛନ୍ତି । କୋର୍ଟ କମିସନଙ୍କ…

ଆମେରିକା ରାଜନୀତିରେ ସକ୍ରିୟ ଓଡ଼ିଆ ପୁଅ ସମୟ ସାହୁ  

ଆମେରିକା ରାଜନୀତିରେ ସକ୍ରିୟ ଓଡ଼ିଆ ପୁଅ ସମୟ ସାହୁ  । ବର୍ତମାନ ଡ଼େମୋକ୍ରାଟିକ ଦଳ ରାଷ୍ଟ୍ରପତି ପ୍ରାର୍ଥୀ କମଳା ହାରିସଙ୍କ ପାଇଁ ପ୍ରଚାର କରୁଛନ୍ତି । ମାତ୍ର 21 ବର୍ଷ ବୟସରେ ପ୍ରଚାର ମଙ୍ଗ ଧରି ଦୃଢତାର ସହ ଡ଼େମୋକ୍ରାଟିକ ଦଳର ବାର୍ତା ଜନତାଙ୍କ ସମ୍ମୁଖରେ ରଖୁଛନ୍ତି । ସମୟ ମୟୁରଭଞ୍ଜ…

ଆମେରିକା ଜର୍ଜିଆର ହାଇସ୍କୁଲରେ ଗୁଳିମାଡ

ଆମେରିକା ଜର୍ଜିଆର ଏକ ହାଇସ୍କୁଲରେ ଗୁଳିମାଡ ହୋଇଛି। ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ଛାତ୍ର ଓ ଦୁଇ ଜଣ ଶିକ୍ଷକ ରହିଛନ୍ତି। ଗୁଳିମାଡରେ ଗୁରୁତର ହୋଇଥିବା ୯ ଜଣଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ବହୁ ସଂଖ୍ୟକ ପୁଲିସ୍…

ପ୍ରଥମ ଥର ପାଇଁ ଐତିହାସିକ ବ୍ରୁନେଇ ଯାତ୍ରା ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ପ୍ରଥମ ଥର ପାଇଁ ଐତିହାସିକ ବ୍ରୁନେଇ ଯାତ୍ରା ଆରମ୍ଭ କରିଛନ୍ତି। ଦୁଇ ଦେଶ ମଧ୍ୟରେ ୪୦ ବର୍ଷର କୂଟନୈତିକ ସଂପର୍କ ଥିବା ସତ୍ତ୍ବେ ମୋଦୀ ବ୍ରୁନେଇକୁ ମୋଦୀଙ୍କର ଏହା ପ୍ରଥମ ଐତିହାସିକ ଯାତ୍ରା। ବ୍ରୁନେଇ ଗସ୍ତ ପରେ…

MOU ରଦ୍ଦ କରିବ ବଂଲାଦେଶ

ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଭାରତ ସହିତ ସ୍ବାକ୍ଷରିତ ବୁଝାମଣାପତ୍ର (ଏମଓୟୁ) ସମୀକ୍ଷା କରିପାରିବେ। ରବିବାର ବାଂଲାଦେଶ ବୈଦେଶିକ ମନ୍ତ୍ରୀ ତାହିଦ ହୁସେନ କହିଛନ୍ତି ଯେ ନୋବେଲ ବିଜେତା ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ…

କେବଳ ଆଲୋଚନା ଏବଂ କୂଟନୀତି ମାଧ୍ୟମରେ ବିବାଦର ସମାଧାନ ହୋଇପାରିବ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ରୁଷ୍-ୟୁକ୍ରେନ ଯୁଦ୍ଧ ସମୟରେ ଭାରତ ନିରପେକ୍ଷ କିମ୍ବା ଉଦାସୀନ ନଥିଲା ଏବଂ ସବୁବେଳେ ଶାନ୍ତି ସପକ୍ଷରେ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। କିଭରେ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଆଲୋଚନା ବେଳେ ଶ୍ରୀ ମୋଦୀ ଭାରତର ଆଭିମୁଖ୍ୟକୁ ଦୋହରାଇଛନ୍ତି ଓ…

ଇସ୍ରାଏଲ୍ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦୀ

ଇରାନ୍ ଇଜ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତାରେ ରହିଛି । ଏହାରି ଭିତରେ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଧାନମନ୍ତ୍ରୀ ମୋଦୀ ଗାଜାରେ ଯୁଦ୍ଧ ସ୍ଥିତିରେ ସୁଧାର ଆଣିବା ସହ ଜାରି ରହିଥିବା ସଂଘର୍ଷକୁ ଶାନ୍ତିପୂର୍ଣ୍ଣ…

ଇତିହାସ ରଚିଲା ଇସ୍ରୋ

ମହାକାଶ ଗବେଷଣା କ୍ଷେତ୍ରରେ ଇତିହାସ ରଚିଛି ଇସ୍ରୋ । ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସତୀଶ ଧାୱନ ସ୍ପେଶ ସେଣ୍ଟରରୁ SSLV-D3ରକେଟ ଜରିଆରେ ଆର୍ଥ ଅବଜରବେସନ ସାଟେଲାଇଟ EOS-8ର ସଫଳ ଉତକ୍ଷେପଣ ହୋଇଛି । ଆଜି ସକାଳ ୯ଟା ୧୭ମିନିଟ ସମୟରେ ଏହାର ସଫଳ ଉତକ୍ଷେପଣ ହୋଇଛି । ଇସ୍ରୋର ଏହି ପଦକ୍ଷେପ…

ଆଜି ସାରା ବିଶ୍ୱରେ ବୈଷୟିକ କମ୍ପାନୀ ମାଇକ୍ରୋସଫ୍ଟ ସର୍ଭର ଠପ୍

ଆଜି ସାରା ବିଶ୍ୱରେ ବୈଷୟିକ କମ୍ପାନୀ ମାଇକ୍ରୋସଫ୍ଟ ସର୍ଭର ଠପ୍ ହୋଇଯାଇଛି | ଭାରତ ସହ ଅଷ୍ଟ୍ରେଲିଆ, ଜର୍ମାନୀ, ଆମେରିକା, ୟୁକେରେ ସେବା ଠପ୍ ହୋଇଯାଇଥିବାବେଳେ ଏହାଦ୍ୱାରା ବ୍ୟାଙ୍କିଂ ସହ ବିମାନ ସେବା ବ୍ୟାପକ ଭାବେ ପ୍ରଭାବିତ ହୋଇଛି | ୱିଣ୍ଡୋଜ୍ ସେବାରେ ସମସ୍ୟା ହେତୁ ସମଗ୍ର ବିଶ୍ୱରେ…

ଟ୍ରମ୍ପଙ୍କ ଉପରେ ହୋଇଥିବା ଗୁଳିମାଡ଼କୁ ନେଇ ଚିନ୍ତା ପ୍ରକଟ କଲେ ମୋଦି

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଗୁଳିମାଡ଼କୁ ନେଇ ପ୍ରଧାନମନ୍ତ୍ରୀ ମୋଦି ଚିନ୍ତା ପ୍ରକଟ କରିଛନ୍ତି । ଟ୍ରମ୍ପଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏକ୍ସରେ ଏକ ପୋଷ୍ଟ ମାଧ୍ୟମରେ ମୋଦି…