ଆମେରିକାରେ ତୁଷାର ଝଡ଼, 40 ମୃତ
ଆମେରିକାରେ ଏବେ ବରଫ ଝଡ଼ ଲୋକଙ୍କ ଆଖିରୁ ନିଦ ହଜାଇଦେଇଛି । ବିଭିନ୍ନ ଅଞ୍ଚଳରେ ତୁଷାର ଝଡ଼ରେ ମୃତ୍ୟୁ ସଂଖ୍ୟା 40 ଟପିଲାଣି । ଏମିତି ତାପମାତ୍ରା ହ୍ରାସ ପାଇଛି ଯେ ଖ୍ରୀଷ୍ଟମାସ ପାଇଁ ଉତ୍ସବ ମନାଇବା ଅସମ୍ଭବ ଲୋକଙ୍କ ପାଇଁ ଅସମ୍ଭବ ହୋଇପଡିଛି। ହଜାର ହଜାର ସଂଖ୍ୟକ ଲୋକ ବିଭିନ୍ନ!-->…