Trending
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
Browsing Tag
#world
ଚିନି ରପ୍ତାନୀ ଉପରେ କଟକଣା ଲାଗୁ
ମେଟ୍ରୋ ଟିଭି ଓଡିଶା (୧.୬.୨୦୨୨)
ଚିନି ରପ୍ତାନୀ ଉପରେ ସରକାର ଲାଗୁ କରିଥିବା କଟକଣା ଆଜିଠାରୁ କାର୍ଯ୍ୟକାରୀ ହୋଇଛି । ଭାରତ ବିଶ୍ୱରେ ସବୁଠୁ ଅଧିକ ଚିନି ଉତ୍ପାଦନ ସହିତ ଅଧିକ ଚିନି ବ୍ୟବହାର କରିଥାଏ । ଗତ ସପ୍ତାହରେ କେନ୍ଦ୍ର ସରକାର ଚିନି ରପ୍ତାନୀ ଉପରେ କଟକଣା ଲାଗୁ କରିଥିଲେ ।
!-->!-->!-->!-->…
ମେ’ରେ ଜିଏସ୍ଟି ଆଦାୟ ୧, ୪୦, ୮୮୫ କୋଟି
ମେଟ୍ରୋ ଟିଭି ଓଡିଶା (୧.୬.୨୦୨୨)
ଦେଶରେ ଜିଏସ୍ଟି ରାଜସ୍ୱ ଆଦାୟ ପରିମାଣ ବୃଦ୍ଧି ପାଇଛି । ଗତ ମେ’ ମାସରେ ମୋଟ ଜିଏସ୍ଟି ରାଜସ୍ୱ ଆଦାୟ ପରିମାଣ ୧, ୪୦, ୮୮୫ କୋଟି ଟଙ୍କା ହୋଇଛି । ସେଥିରୁ ସିଜିଏସ୍ଟି ୨୫, ୦୩୬ କୋଟି ଟଙ୍କା ହୋଇଥିବାବେଳେ ଏସଜିଏସ୍ଟି ୩୨, ୦୦୧ କୋଟି ଓ!-->!-->!-->…
ବ୍ରାଜିଲରେ ବନ୍ୟା, ଭୂ-ସ୍ଖଳନ,୯୧ ମୃତ୍ୟୁ,୨୪ ନିଖୋଜ
ମେଟ୍ରୋ ଟିଭି ଓଡିଶା (୩୧.୫.୨୦୨୨ )
ବ୍ରାଜିଲରେ ବନ୍ୟା ଓ ତତ୍ ଜନିତ ଭୂ-ସ୍ଖଳନ ମୃତ୍ୟୁ ସଂଖ୍ୟା ୯୧କୁ ପାଇଛି। ଏହି ସୂଚନା ପେରନୋମବୁକୋ ରାଜ୍ୟର ଅଧିକାରୀମାନେ ଦେଇଛନ୍ତି। ଅଧିକାରୀଙ୍କ ସୂଚନା ଅନୁସାରେ ଏବେବି ୨୪ରୁ ଅଧିକ ଲୋକେ ନିଖୋଜ ଅଛନ୍ତି।
ସରକାରୀ ବୟାନ ଅନୁସାରେ ରାଜ୍ୟ!-->!-->!-->!-->!-->!-->!-->…
ଜୁନ ୧ରୁ ସପ୍ତାହକୁ ୪ ଦିନ କାମ କରିବେ କର୍ମଚାରୀ: ଜାଣନ୍ତୁ କେଉଁଠି ଲାଗୁ ହେବ ଏହି ନିୟମ
ମେଟ୍ରୋ ଟିଭି ଓଡିଶା (୩୦.୫.୨୦୨୨ )
ସପ୍ତାହକୁ ୪ ଦିନ କାମ କରିବା ଫର୍ମୁଲାକୁ ନେଇ ଅନେକ ଦେଶ ଆଲୋଚନା ଜାରି ରଖିଛନ୍ତି । ଏହାକୁ ଫୋର ଡେ ୱାର୍କ ୱିକ ବୋଲି କୁହାଯାଏ । ତେବେ ଆସନ୍ତା ଜୁନ ୧ ତାରିଖରୁ ଏହି ଫର୍ମୁଲା ଆପଣେଇବ ବ୍ରିଟେନ । ଦେଶର ମୋଟ ୬୦ ବଡ କମ୍ପାନୀ ଏହି ଦିନରୁ ୪ ଦିନିଆ!-->!-->!-->…
୧୨ ଦିନ ବନ୍ଦ ରହିବ ବ୍ୟାଙ୍କ
ମେଟ୍ରୋ ଟିଭି ଓଡିଶା (୨୯.୫.୨୦୨୨ )
ବ୍ୟାଙ୍କ ସହ ଜଡ଼ିତ ଅଧିକାଂଶ କାମ ଆଜିକାଲି ଅନଲାଇନରେ ହେଉଛି । କିନ୍ତୁ ଏପରି କିଛି କାମ ରହିଛି, ଯେଉଁଥିପାଇଁ ଆପଣଙ୍କୁ ବେଳେବେଳେ ବ୍ୟାଙ୍କ ଯିବାକୁ ପଡିଥାଏ । ଯଦି ଆପଣ ଜୁନ ମାସରେ ବ୍ୟାଙ୍କ ସହ ଜଡ଼ିତ କିଛି କାମ ପାଇଁ ବ୍ରାଞ୍ଚ ଯିବାକୁ ଯୋଜନା!-->!-->!-->…
୩୧ରେ ଚାଷୀଙ୍କୁ ମିଳିବ ଟଙ୍କା
ମେଟ୍ରୋ ଟିଭି ଓଡିଶା (୨୯.୫.୨୦୨୨ )
ଆସନ୍ତା ୩୧ରେ ଚାଷୀଙ୍କୁ ମିଳିବ ପିଏମ୍ କିଶାନ ଟଙ୍କା। ପିଏମ୍ କିଶାନ୍ ସମ୍ମାନ ନିଧିର ଏକାଦଶ କିସ୍ତି ଅର୍ଥ ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ। ଚାଷୀଙ୍କ ଆକାଉଣ୍ଟଙ୍କୁ ୨୧ ହଜାର କୋଟି ଟଙ୍କା ବଣ୍ଟନ ନେଇ ପିଏମ୍ଓ ସୂଚନା ଦେଇଛି। ମିଳିଥିବା ସୂଚନା!-->!-->!-->…