Browsing Tag

#world

ବାଂଲାଦେଶୀ ସନ୍ଥ ଚିନ୍ମୟ ଦାସଙ୍କୁ ମିଳିଲାନି ଜାମିନ

ବାଂଲାଦେଶର ହିନ୍ଦୁ ସନ୍ଥ ଚିନ୍ମୟ ଦାସଙ୍କୁ କୋର୍ଟ ପକ୍ଷରୁ ବଡ଼ ଝଟକା ଲାଗିଛି । ଅଦାଲତ ଚିନ୍ମୟ ଦାସଙ୍କ ଜାମିନ ଯାଚିକାକୁ ଖାରଜ କରିଛନ୍ତି । ଚଟଗାଁବ ଏକ ସ୍ୱତନ୍ତ୍ର କୋର୍ଟ ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି । ତେଣୁ ଚିନ୍ମୟ ଦାସ ଜେଲରେ ହିଁ ରହିବେ । ଗତବର୍ଷ ନଭେମ୍ବର ୨୫…

ଇସ୍ରାଏଲର ଏୟାରଷ୍ଟ୍ରାଇକ୍‌ରେ ୧୨ ପାଲେଷ୍ଟିନୀୟ ନିହତ

ଇସ୍ରାଏଲର ୩ ପୃଥକ୍‌ ଏୟାର ଷ୍ଟ୍ରାଇକ୍‌ରେ ବୁଧବାର ୧୨ ଜଣ ପାଲେଷ୍ଟିନୀୟଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ଅଧିକାଂଶ ମହିଳା ଓ ଶିଶୁ ରହିଛନ୍ତି। ଗାଜାର ଜାବାଲିୟା ଅଞ୍ଚଳର ଏକ ଘରେ ଇସ୍ରାଏଲର ମିଶାଇଲ ମାଡ଼ ଯୋଗୁ ୪ ଶିଶୁ ଓ ଜଣେ ମହିଳାଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଡଜନେରୁ…

ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ହସ୍ପିଟାଲରେ ଭର୍ତ୍ତି

ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଲଗାତାର ସ୍ୱାସ୍ଥ୍ୟ ବିଗିଡିବା ହେତୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତାଙ୍କର ପ୍ରୋଷ୍ଟେଟ ସର୍ଜରୀ ହୋଇଛି । ଅପରେସନ୍ ସଫଳ ହୋଇଛି ଏବଂ ପ୍ରୋଷ୍ଟେଟକୁ ବାହାର କରାଯାଇଛି ।…

ପାକିସ୍ତାନର ଏୟାର ଷ୍ଟ୍ରାଇକ୍‌ରେ ୪୬ ମୃତ : କଡା ଜବାବ ଦେବ ଆଫଗାନିସ୍ତାନ

ପାକିସ୍ତାନ ଏହାର ପଡ଼ୋଶୀ ଦେଶ ଆଫଗାନିସ୍ତାନ ଉପରେ କରିଛି ଏୟାର ଷ୍ଟ୍ରାଇକ୍‌। ଦେଶର ପୂର୍ବ ପକ୍ତିକା ରାଜ୍ୟର ବରମଲ ଜିଲାରେ ମଙ୍ଗଳବାର ରାତିରେ ପାକିସ୍ତାନୀ ସେନା ଦ୍ୱାରା ଏୟାରଷ୍ଟ୍ରାଇକ କରାଯାଇଛି। ଏହି ଆକ୍ରମଣରେ ୪୬ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ୬ ଜଣ ଆହତ ହୋଇଥିବା ନେଇ…

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ ହୋଇଛି। ଚତୁର୍ଥ ଟେଷ୍ଟରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଷ୍ଟ୍ରେଲିଆ ଏହାର ପ୍ଲେ -୧୧ ଘୋଷଣା କରିସାରିଛି। ନାଥନ ମ୍ୟାକସ୍ବେନିଙ୍କ ସ୍ଥାନରେ ସାମ କନଷ୍ଟାସଙ୍କୁ…

କ୍ରିସ୍‌ମସ୍‌ରେ ବି ଧ୍ଵଂସଲୀଳା ରଚିଲା ରୁଷିଆ

ଧରାପୃଷ୍ଠରେ ଯୀଶୁଙ୍କ ଅବତରଣକୁ ନେଇ ବୁଧବାର ବିଶ୍ୱବାସୀ କ୍ରିସ୍‌ମସ ପାଳନରେ ମସ୍‌ଗୁଲ ଥିବାବେଳେ ୟୁକ୍ରେନ୍‌ ଉପରେ ଘନ ଘନ ଆକ୍ରମଣ କରିଛି ରୁଷିଆ। ୟୁକ୍ରେନ୍‌ର ଶକ୍ତି ଭିତ୍ତିଭୂମି ଉପରେ ରୁଷୀୟ ସୈନ୍ୟ ତୁହାକୁ ତୁହା ମିଶାଇଲ ଓ ଡ୍ରୋନ୍‌ ମାଡ଼ କରିଛନ୍ତି। ଏଥିରେ ଏକ ତାପଜ ବିଦ୍ୟୁତ୍‌…

ଆଫଗାନିସ୍ତାନରେ ପାକିସ୍ତାନର ସିରିଜ ଏୟାର ଷ୍ଟ୍ରାଇକ

ଆଫଗାନିସ୍ତାନରେ ପାକିସ୍ତାନର ସିରିଜ ଏୟାର ଷ୍ଟ୍ରାଇକ । ଆଫଗାନର ପକଟିକାରେ ଏୟାର ଷ୍ଟ୍ରାଇକରେ ୧୫ ମୃତ, ଅନେକ ଆହତ । ମୃତକଙ୍କ ମଧ୍ୟରେ ଅଛନ୍ତି ମହିଳା ଓ ଶିଶୁ । ଗତରାତିରେ ୭ଟି ଗାଁକୁ ଟାର୍ଗେଟ କରି ଆକ୍ରମଣ ହୋଇଛି । ପାକିସ୍ତାନୀ ଜେଟରୁ ବୋମା ମାଡ଼ କରାଯାଇଥିବା କୁହାଯାଉଛି । ଏଥିରେ…

ଗାଜାରେ ଏୟାରଷ୍ଟ୍ରାଇକ୍‌ରେ ୨୦ ମୃତ

ଇସ୍ରାଏଲୀ ସେନା ଗାଜା ଷ୍ଟ୍ରିପ୍‌ ଉପରେ ଏୟାରଷ୍ଟ୍ରାଇକ୍‌ ଜାରି ରଖିଥିବାବେଳେ ଏଥିରେ ୫ ପିଲାଙ୍କ ସମେତ ଅନୂ୍ୟନ ୨୦ ଜଣ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ କର୍ତ୍ତୃପକ୍ଷ ଇତିମଧ୍ୟରେ କ୍ୟାଥୋଲିକ୍‌ ଚର୍ଚ୍ଚର ନେତା କାର୍ଡିନାଲ ପିଏରବାତ୍ତିସ୍ତା ପିଜ୍ଜାବାଲ୍ଲାଙ୍କୁ ଗାଜାରେ ପ୍ରବେଶ…

କୁଏତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗାର୍ଡ ଅଫ ଅନର

କୁଏତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। କୁଏତର ବାଇନ ପ୍ୟାଲେସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ଏହି ଉତ୍ସବରେ କୁଏତର ଏମିର ଶେଖ ମେଶାଲ ଅଲ-ଅହମ୍ମଦ ଅଲ-ଜବର ଅଲ ସାବ ମଧ୍ୟ ଉପସ୍ଥିତ ଥିଲେ।

ମୋଦିଙ୍କୁ ମିଳିଲା କୁଏତର ସର୍ବୋଚ୍ଚ ସମ୍ମାନ

କୁଏତ ଗସ୍ତର ଶେଷ ଦିନ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାୟନ ପ୍ୟାଲେସରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କୁଏତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ, ଅର୍ଡର ଅଫ ମୁବାରକ ଅଲ କବୀର’ ସହିତ ସମ୍ମାନିତ କରିଛନ୍ତି। କୁଏତରେ ବାୟନ ପ୍ୟାଲେସ ଶକ୍ତିର ପ୍ରତୀକ…