ଟାଟା ଗ୍ରୁପ୍ ବହୁତ ଜଲ୍ଦି ଆଇଫୋନ୍ ଉତ୍ପାଦନ ଆରମ୍ଭ କରିବ । କମ୍ପାନୀ ଉଭୟ ଲୋକାଲ୍ ଏବଂ ଗ୍ଲୋବାଲ୍ ମାର୍କେଟ୍ ପାଇଁ ଆଇଫୋନ୍ ଉତ୍ପାଦନ କରିବ। ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଏହି ସୂଚନା ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଏ ନେଇ ସୋସିଆଲ ମିଡିଆ ସାଇଟ୍ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି। କମ୍ପାନୀ ବର୍ତ୍ତମାନ ଅତ୍ୟାଧୁନିକ ମଡେଲ ଉତ୍ପାଦନ ଭାରତରେ ଆରମ୍ଭ କରିଛି। ଏଥର ଲଞ୍ଚ ହୋଇଥିବା ଆଇଫୋନ୍ 15 ମଧ୍ୟ ଭାରତରେ ଉତ୍ପାଦିତ ହୋଇଛି ଏବଂ ପ୍ରଥମ ଦିନରୁ ବଜାରରେ ବିକ୍ରି ହେଉଛି। ଟାଟା ଭାରତରେ ଆଇଫୋନ୍ ଉତ୍ପାଦନ ପାଇଁ ତାଇୱାନର କମ୍ପାନୀ Wistron Corp କୁ ଅଧିଗ୍ରହଣ କରିଛି।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
Prev Post
Next Post