ଏଲ୍ଜି ଇଲେକ୍ଟ୍ରୋନିକ୍ସ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍ର ନୂତନ ଉତ୍ପାଦ ନିକଟରେ ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ବିଶେଷକରି ଏଲ୍ଜିର ଓ୍ବାଇଫାଇ କନ୍ଭର୍ଟିବୁଲ ସାଇଡ୍ ବାଇ ସାଇଡ୍ ରେଫ୍ରିଜେଟରକୁ ବଜାର ପ୍ରବେଶ କରାଇଛି। ଉକ୍ତ ରେଫ୍ରିଜେଟରରେ ଅନେକ ପ୍ରକାର ନୂତନ ଫିଚର ସହ ଆଧୁନିକ ବୈଶିଷ୍ଟ୍ୟ ସାମିଲ ରହିଛି। ସେହିଭଳି ଏଲ୍ଜିର ଓ୍ବାଇଫାଇ କନ୍ଭର୍ଟିବୁଲ ସାଇଡ୍ ବାଇ ସାଇଡ୍ ରେଫ୍ରିଜରେଟର ୯ଟି ମଡେଲରେ ଉପଲବ୍ଧ। ଏପରିକି ୬୫୦ ଲିଟର କ୍ଷମତା ବିଶିଷ୍ଟ ଉକ୍ତ ରେଫ୍ରିଜେଟରରେ ଏକ ସ୍ବତନ୍ତ୍ର ଆପ୍ ରହିଛି। ଏ ସମ୍ପର୍କରେ ଏଲ୍ଜି ଇଲେକ୍ଟ୍ରୋନିକ୍ସର ନିର୍ଦ୍ଦେଶକ ( ହୋମ୍ ଆପ୍ଲାଏନ୍ସ ଆଣ୍ଡ ଏୟାର କଣ୍ଡସନର) ହ୍ବାୟଙ୍ଗ ସବ୍ଜି କହିଛନ୍ତି, ଆମେ ଆଜି ଏଲ୍ଜିର ଓ୍ବାଇଫାଇ କନ୍ଭର୍ଟିବୁଲ ସାଇଡ୍ ବାଇ ସାଇଡ୍ ରେଫ୍ରିଜରେଟରକୁ ବଜାର ପ୍ରବେଶ କରାଇ ବେଶ୍ ଉତ୍ସାହିତ ଅଛୁ। ଉକ୍ତ ରେଫ୍ରିଜରେଟରରେ ଅନେକ ଅତ୍ୟାଧୁନିକ ଓ ପ୍ରଥମ ଧରଣର ଟେକ୍ନୋଲୋଜିକୁ ଅନ୍ତର୍ଭୁକ୍ତ କରାଇଛୁ। ସେହିଭଳି ନୂତନ ଉତ୍ପାଦର ଆବଷ୍କାର ସହ ଗ୍ରାହକଙ୍କ ଚାହିଦା ପୂରଣକୁ ଗୁରୁତ୍ୱ ଦେଇଥାଉ।
Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ